ଭୁବନେଶ୍ୱର: କରୋନା ମୁକାବିଲା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମୀକ୍ଷା ପରେ ମନ୍ତ୍ରୀ ଓ ଅଫିସରଙ୍କ ବିଦେଶ ଗସ୍ତ ଉପରେ କଟକଣା ଲାଗିଛି । ରାଜ୍ୟସ୍ତରରେ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ସ୍ତରରେ ଜିଲ୍ଲାପାଳ କରୋନା ସ୍ଥିତି ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଏଥିସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସେମାନଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯିବ । ପର୍ଯ୍ୟାପ୍ତ ପରିମାଣର ମାକ୍ସ ମହଜୁଦ ରଖିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ବାୟୋମେଟ୍ରିକ କଟକଣା କୋହଳ କରାଯିବ । ଅସୁସ୍ଥ ଥିଲେ ପିଲାଙ୍କୁ ସ୍କୁଲ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ସଚେତନ ପାଇଁ ସହରର ମୁଖ୍ୟ ସ୍ଥାନଗୁଡିକରେ ବ୍ୟାନର ଓ ହୋର୍ଡିଂ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ । ଗ୍ରାମପଂଚାୟତ ଓ ପଂଚାୟତ ସମିତିକୁ ଗ୍ରାମସଭା ମାଧ୍ୟମରେ ସଚେତନ କରିବାକୁ କୁହାଯାଇଛି ।
BREAKING NEWS
- Stampede at Durga Puja pandal:ଦୁର୍ଗାପୂଜାରେ ଦଳାଚକଟା; ୧୭ ମୃତ, ୪୦ଆହତ
- ଗର୍ଭବତୀ ସାମ୍ବାଦିକାଙ୍କୁ ଧକ୍କା ମାମଲା: ତେଜିଲା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
- ଅନ୍ତର୍ଜାତୀୟ ବଡି ବିଲଡର ଜନ୍ମେଜୟ ମହାନ୍ତିଙ୍କ ପରଲୋକ
- ବର୍ଷା ଯୋଗୁଁ ପଞ୍ଚମ ଟି-୨୦ ବାତିଲ: ୨-୨ ରେ ବରାବର ରହିଲା ଭାରତ-ୱେଷ୍ଟଇଣ୍ଡିଜ ସିରିଜ୍
- ଦୁର୍ଗାମେଢ଼ ତିଆରି କରୁଥିଲେ…ଏମିତି ଚାଲିଗଲା ଜୀବନ
- ମହାଷ୍ଟମୀ ଓ ଦଶହରା କେବେ, କେଉଁ ଦିନ କରିବେ ପୂଜା? ପୁଣି ଉପୁଜିଲା ଦ୍ୱନ୍ଦ
- India’s Ambassador To Nepal:ସୁଧାକର ଦଲେଲା କିଏ? ନେପାଳରେ ଭାରତର ନୂତନ ରାଷ୍ଟ୍ରଦୂତ
- କଂଗ୍ରେସ ମହାରାଲି ପାଇଁ ଗ୍ରୀନ୍ ସିଗନାଲ୍: ମିଳିଲା NOC, କମ୍ପିବ ରାମଲୀଳା ମଇଦାନ
- RG Kar Case: ସନ୍ଦୀପ ଘୋଷଙ୍କ ଜାମିନକୁ ନେଇ ତେଜିଲା ରାଜନୈତିକ ହଇଚଇ, CBI ଭୂମିକା ଉପରେ ଉଠିଲା ପ୍ରଶ୍ନ
- କ୍ରିକେଟ୍ର ନୂଆ ଫର୍ମାଟ୍: ଟେଷ୍ଟ ଟ୍ୱେଣ୍ଟି

Comments are closed.