Latest Odisha News

ରାଜ୍ୟ ବିଧାନସଭାର ସଦସ୍ୟ ଭାବେ ଶପଥ ନେଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ ୧୬ତମ ଓଡିଶା ବିଧାନସଭାର ସଦସ୍ୟ ଭାବେ ଶପଥ ଗ୍ରହଣ କରିଛନ୍ତି ।

ବିଧାନସଭାର କାମଚଳା ବାଚସ୍ପତି ଅମର ପ୍ରସାଦ ଶତପଥୀ ନବୀନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି ଅବସରରେ ନବୀନଙ୍କ ସମେତ ନବନିର୍ବାଚିତ ନେତାମାନେ ମଧ୍ୟ ରାଜ୍ୟ ବିଧାନସଭାର ସଦସ୍ୟ ଭାବେ ଶପଥ ଗ୍ରହଣ କରିଛନ୍ତି ।

Leave A Reply

Your email address will not be published.