Latest Odisha News

BREAKING NEWS

୫ମ ଥର ଲାଗି ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ନବୀନଙ୍କ ଶପଥ ଗ୍ରହଣ

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ବୁଧବାର ଦିନ ୫ମ ଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ।

ଇଡକୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ବିଶାଳ ଶପଥ ଗ୍ରହଣ ଉତ୍ସବରେ ନବୀନ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସୁପାରିଶ କ୍ରମେ ରାଜ୍ୟପାଳ ନବୀନଙ୍କ ମନ୍ତ୍ରୀମଣ୍ଡଳର ନବ ନିର୍ବାଚିତ ବିଧାୟକ ତଥା ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

Leave A Reply

Your email address will not be published.