ଭୁବନେଶ୍ୱର: ଚାରିଆଡେ ମହାମାରୀ କରୋନାକୁ ନେଇ ଲାଗିଛି ହା ହା କାର । ଏଭଳି ସ୍ଥିତିରେ ଓଡ଼ିଶାରେ କରୋନା ବିପତ୍ତିକୁ ରାଜ୍ୟବାସୀ ଧୈର୍ଯ୍ୟର ସହ ମୁକାବିଲା କରୁଛନ୍ତି । ଏଥିପାଇଁ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଏଥିସହ ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ଶୁଭେଚ୍ଛୁଙ୍କୁ ନିଜ ନିଜ ଅଂଚଳରେ ଜଣେ ବି ବ୍ୟକ୍ତିଙ୍କୁ ଭୋକିଲା ରହିବାକୁ ଦିଅନ୍ତୁ ନାହିଁ ବୋଲି ନବୀନ ନିବେଦନ କରିଛନ୍ତି । ଏଥିସହ ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ଜାରି ହୋଇଥିବା ଗାଇଡଲାଇନ୍କୁ ସମସ୍ତେ ପାଳନ କରନ୍ତୁ । ଯଦି କୌଣସି ଜରୁରୀ କମରେ ଘରୁ ବାହାରକୁ ବାହାରୁଛନ୍ତି ତେବେ ମୁହଁରେ ମାସ୍କ ନିଶ୍ଚୟ ପିନ୍ଧନ୍ତୁ ବୋଲି ରାଜ୍ୟବାସୀ ନିବେଦନ କରିଛନ୍ତି ନବୀନ ।
ସେପଟେ ସମସ୍ତ ନିର୍ବାଚିତ ପ୍ରତିନିଧି, ପୌର ପରିଷଦ, ମହାନଗର ନିଗମର ସମସ୍ତ ପ୍ରତିନିଧି ବ୍ଲକ ଚେୟାରମେନ ତଥା ଦଳର ସମସ୍ତ କର୍ମୀଙ୍କୁ ସାମାଜିକ ଦାୟିତ୍ୱ ନିର୍ବାହ କରିବା ସହ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ରକ୍ତ ଅଭାବକୁ ମୁକାବିଲା କରିବା ପାଇଁ ନବୀନ ନିର୍ଦ୍ଦେଶ ଦେଇଛନ୍ତି ।
BREAKING NEWS
- ମୁଁ ଆପଣଙ୍କୁ ଛୁଇଁପାରିବି କି?’: ଅଭିଷେକ ଶର୍ମାଙ୍କୁ ଦେଖି ହୋସ୍ ହରାଇଲେ ସୁନ୍ଦରୀ ଫ୍ୟାନ୍
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା

Comments are closed.