Latest Odisha News

BREAKING NEWS

ଆସନ୍ତା ବୁଧବାର ପଞ୍ଚମ ଥର ଲାଗି ଶପଥ ନେବେ ନବୀନ

ଭୁବନେଶ୍ୱର : ଓଡ଼ିଶାରେ ଶାସକ ବିଜୁ ଜନତା ଦଳ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିବାପରେ ଦଳର ସଭାପତି ନବୀନ ପଟ୍ଟନାୟକ ଲଗାତର ୫ମଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ମେ’ ୨୯ ତାରିଖ ଦିନ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି ।

ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ ଇଡକୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ହେବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.