Latest Odisha News

BREAKING NEWS

ପରାଜୟ ପରେ ସୋସିଆଲ ମିଡିଆରେ ପ୍ରତିକ୍ରିୟା ରଖିଲେ ନବୀନ…

ଭୁବନେଶ୍ୱର: ବିଧାନସଭା ଏବଂ ଲୋକସଭା ନିର୍ବାଚନରେ ପରାଜୟ ପରେ ନିଜର ପ୍ରତିକ୍ରିୟା ରଖିଛନ୍ତି ନବୀନ ପଟ୍ଟନାୟକ ।

ସୋସିଆଲ ମିଡିଆ ‘ଏକ୍ସ’ ରେ ପୋଷ୍ଟ କରି ନବୀନ କହିଛନ୍ତି ଯେ, ”ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ମୋର ଶୁଭେଚ୍ଛା। ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର ଉଦ୍ୟମ ଓ ତ୍ୟାଗ ପ୍ରତି ମୋର ସମ୍ମାନ ଓ ଧନ୍ୟବାଦ ଜଣାଉଛି”।

 

Comments are closed.