ନୂଆଦିଲ୍ଲୀ: ପଞ୍ଜାବ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ ନବଜୋତ ସିଂ ସିଦ୍ଧୁ । ଏଆଇସିସି ସଭାପତି ସୋନିଆ ଗାନ୍ଧିଙ୍କ ପାଖକୁ ହାତଲେଖା ଇସ୍ତଫାପତ୍ର ପଠାଇଛନ୍ତି ସିଦ୍ଧୁ । ଧାଡ଼ିକିଆ ଇସ୍ତଫାପତ୍ର ପଠାଇଛନ୍ତି । ୫ ରାଜ୍ୟ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ସେସବୁ ରାଜ୍ୟର କଂଗ୍ରେସ ମୁଖ୍ୟଙ୍କୁ ଇସ୍ତଫା ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ ସୋନିଆ ଗାନ୍ଧି ।
ଉତ୍ତରପ୍ରଦେଶ, ପଞ୍ଜାବ, ଗୋଆ, ଉତ୍ତରାଖଣ୍ଡ ଓ ମଣିପୁରରେ କଂଗ୍ରେସ ମୁଖ୍ୟଙ୍କୁ ଇସ୍ତଫା ଦେବାକୁ କହିଥିଲେ ସୋନିଆ ଗାନ୍ଧି । ପରାଜୟର ପୋଷ୍ଟମର୍ଟମ କରୁଛି କଂଗ୍ରେସ । ପଞ୍ଜାବରେ କଂଗ୍ରେସ ହାତରୁ କ୍ଷମତା ଚାଲିଗଲା । ଉତ୍ତରାଖଣ୍ଡ ଓ ଗୋଆରେ ବି ସରକାର ଗଢ଼ି ପାରିଲା ନାହିଁ ଦଳ । ଆଗକୁ ଛତିଶଗଡ଼, ରାଜସ୍ଥାନ ଓ ମଧ୍ୟପ୍ରଦେଶରେ ନିର୍ବାଚନ ରହିଛି . ତାପୂର୍ବରୁ ଘର ସଜାଡ଼ିବା ଆରମ୍ଭ କରିଛି କଂଗ୍ରେସ ।
BREAKING NEWS
- ‘ଇଣ୍ଡି ଦଳ କ୍ଷମତାକୁ ଆସିଲେ ଉଚ୍ଛେଦ ହେବ NRC, CAA ଏବଂ ୟୁନିଫର୍ମ ସିଭିଲ୍ କୋଡ୍’; ମମତା
- ଛତିଶଗଡ ସୁକମାରେ ଏନକାଉଣ୍ଟର, ଜଣେ ମାଓବାଦୀ ନିହତ
- ବିଶାଳ ଦାସଙ୍କ ପିଏଙ୍କ ଘରେ ଆଇଟି ଟିମର ଛାନଭିନ୍
- ଦ୍ବିତୀୟ ପର୍ଯ୍ୟାୟ ଭୋଟିଂରେ ଅସହ୍ୟ ତାତି, ଜାରି ହେଲା ୟେଲୋ ୱାର୍ଣ୍ଣିଂ
- ଗାଈକୁ ଧକ୍କା ଦେଇ ଦୋକାନ ଭିତରେ ପଶିଗଲା ସ୍କର୍ପିଓ, ଅଳ୍ପକେ ବର୍ତ୍ତିଲା ୫ ଜୀବନ
- ନବ ଦାସଙ୍କ ପୁଅଙ୍କୁ ୪ ଘଣ୍ଟା ଜେରା କଲା ଆୟକର ବିଭାଗ
- କାନ୍ସ ଫିଲ୍ମ ଫେଷ୍ଟିଭାଲ: ଦ୍ବିତୀୟ ଦିନରେ ଷ୍ଟାଇଲିସ୍ ଡ୍ରେସ ପିନ୍ଧି ଚର୍ଚ୍ଚାରେ ନୀଳ ନୟନା
- ଫୁଲ ମାଳ ପକାଇବା ନାଁରେ କହ୍ନୈୟା କୁମାରଙ୍କୁ ମାଡ଼, ଭିଡିଓ ଭାଇରାଲ
- ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ଆଜି ଶେଷ ହେଉଛି ପ୍ରଚାର
- ଟୁରିଷ୍ଟ ବସ୍ରେ ନିଆଁ ଲାଗି ୮ ମୃତ, ୨୪ ଆହତ
Comments are closed, but trackbacks and pingbacks are open.