ମାଲକାନଗିରି: ଛତିଶଗଡ଼ର ସୁକମା ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ । ଡିଆରଜି ଯବାନଙ୍କୁ ଘରୁ ଅପରହଣ ପରେ ଗଳା କାଟି ହତ୍ୟା କରିଛନ୍ତି । ଦୋର୍ଣ୍ଣାପାଲ ଥାନା ଅନ୍ତର୍ଗତ ପେଟା ଗାଁରେ ଏହି ଘଟଣା ଘଟିଛି । ମୃତ ଯବାନ ହେଲେ ବେଟ୍ଟି ଭୀମା । ଗତକାଲି ସେ ଗାଁକୁ ଯାଇଥିଲେ । ରାତିରେ ଘରେ ଶୋଇଥିବା ବେଳେ ୧୦ ରୁ ୧୫ ଜଣ ସଶସ୍ତ୍ର ମାଓବାଦୀ ଆସିଥିଲେ । ବନ୍ଧୁକ ଦେଖାଇ ତାଙ୍କୁ ଘରୁ ଉଠାଇ ନେଇଥିଲେ । ଗାଁ ମୁଣ୍ଡ ରାସ୍ତାରେ ପଥରରେ ଛେଚିବା ସହ ଗଳା କାଟି ଅତି ନିର୍ମମ ଭାବରେ ଯବାନଙ୍କୁ ହତ୍ୟା କରିଛି ଲାଲବାହିନୀ ।
BREAKING NEWS
- Sushila Tiriya: ପୂର୍ବତନ ସାଂସଦ ସୁଶୀଳା ତିରିଆଙ୍କ ପରଲୋକ
- Budget 2026: ଜନଜାତିଙ୍କ କଲ୍ୟାଣ ପାଇଁ ଏକ ପରିବର୍ତ୍ତନଶୀଳ ବଜେଟ୍…ଓଡ଼ିଶାକୁ ଲାଭବାନ କରିବ: ଜୁଏଲ ଓରାମ
- Builder: ବିଲଡର ସଂସ୍ଥା ମାଲିକ ଗିରଫ; ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ
- ଟି୨୦ ବିଶ୍ୱକପ: ଭାରତ ସହ ଖେଳିବନି ପାକିସ୍ତାନ
- ଦିଗହୀନ ବଜେଟ୍; କେନ୍ଦ୍ରୀୟ ବଜେଟ୍ ୨୦୨୬କୁ କଡ଼ା ସମାଲୋଚନା କଲେ ବିରୋଧୀ ନେତା…
- ଟି୨୦ରେ କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର
- Violence in Balochistan: ବେଲୁଚିସ୍ତାନ ପ୍ରସଙ୍ଗରେ ପାକ୍ କୁ କଡ଼ା ଜବାବ ଦେଲା ଭାରତ; ଆଭ୍ୟନ୍ତରୀଣ ବିଫଳତାରୁ ଧ୍ୟାନ ହଟାଇବାର ପ୍ରୟାସ
- ପ୍ରଫେସର ଶିବବ୍ରତ ଦାସ ବିଶ୍ୱଭାରତୀ ସଂସଦର ସଦସ୍ୟ ମନୋନୀତ
- ନର୍ସରୀ ରାଇମ୍ ମାଧ୍ୟମରେ ୨୦୨୬ ବଜେଟକୁ କଟାକ୍ଷ କଲେ ମମତା
- ଜୋକୋଭିଚଙ୍କୁ ହରାଇ ଅଷ୍ଟ୍ରେଲିଆନ ଓପନ ଟେନିସ ଟାଇଟଲ ହାସଲ କଲେ ଆଲକାରଜ
Comments are closed.