ରାଉରକେଲା: ମାତିଲେ ମାଓବାଦୀ । ରାତି ଅଧରେ ବିସ୍ଫୋରଣ କରି ରେଳ ଲାଇନ୍ ଉଡ଼ାଇ ଦେଇଛନ୍ତି ଲାଲବାହିନୀ । ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ସୋନୁଆ ଓ ଚକ୍ରଧରପୁର ମଝିରେ ଲୋଟା ପାହାଡ଼ ନିକଟରେ ଏହି ଘଟଣା ଘଟାଇଛନ୍ତି ମାଓବାଦୀ । ଗତକାଲି ରାତି ପ୍ରାୟ ୨-୩ଟା ଭିତରେ ବିସ୍ଫୋରଣ କରି ରେଳ ଲାଇନ୍ ଉଡ଼ାଇ ଦେଇଛନ୍ତି । ବିସ୍ଫୋରଣରେ ୨-୩ କିଲୋମିଟର ଯାଏ ରେଳ ଲାଇନ୍ କ୍ଷତିଗ୍ରସ୍ତ ହୋଇଛି ।

ବିସ୍ଫୋରଣ ଯୋଗୁଁ ମୁମ୍ବାଇ-ହାୱଡ଼ା ଲାଇନରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଉଭୟ ପାର୍ଶ୍ୱରେ ଅଟକି ରହିଛି ବହୁ ଟ୍ରେନ୍ । ଖବରପାଇ ଘଟଣାସ୍ଥଳରେ ଆରପିଏଫ୍, ଝାଡ଼ଖଣ୍ଡ ପୋଲିସ, ବୋମା ଉଦ୍ଧାର ଓ ନିଷ୍କ୍ରିୟକାରୀ ଟିମ୍ ପହଞ୍ଚିଥିଲେ । ଯୁଦ୍ଧକାଳୀନ ଭିତ୍ତିରେ ଟ୍ରାକ ମରାମତି କାମ ଚାଲିଛି ।
BREAKING NEWS
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
Comments are closed.