ନୟାଗଡ଼: ବହୁଚର୍ଚ୍ଚିତ ଯଦୁପୁର ନାବାଳିକା ହତ୍ୟା ମାମଲାରେ ଆଜି ନୟାଗଡ଼ ଚାଇଲ୍ଡ କୋର୍ଟରେ ହାଜର ହେବ ଅଭିଯୁକ୍ତ ନାବାଳକ । ତାକୁ ଅନୁଗୋଳ ବାଳ ସୁଧାର ଗୃହରୁ ଆଣିବ ପୋଲିସ । ଏସାଇଟି କରିଥିବା ଏଲଭିଏ ଟେଷ୍ଟ ଆବେଦନର ଶୁଣାଣି ରହିଛି । ସେହିପରି ରିମାଣ୍ଡ ବେଳେ ନାବାଳକକୁ ନିର୍ଯାତନା ଦିଆଯାଇଥିବା ନେଇ ହୋଇଥିବା ଆବେଦନ ଉପରେ ବି ଶୁଣାଣି କରିବେ ଚାଇଲ୍ଡ କୋର୍ଟ । କଡ଼ା ସୁରକ୍ଷା ଭିତରେ ଅଭିଯୁକ୍ତକୁ ଅନୁଗୋଳରୁ ନୟାଗଡ଼ ଅଣାଯିବ । ଅଭିଯୁକ୍ତ ନାବାଳକ ହୋଇଥିବାରୁ ତାକୁ ଅନୁଗୋଳ ବାଳ ସୁଧାର ଗୃହରେ ରଖାଯାଇଛି ।
BREAKING NEWS
- ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ
- ୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
Comments are closed.