ନୂଆଦିଲ୍ଲୀ: କରୋନା ବିରୋଧୀ ଲଢ଼େଇରେ ମହାଅଭିଯାନ ଚଳାଇଛି ଭାରତ । ଜୋରଦାର ଚାଲିଛି କୋଭିଡ୍ ଟିକାକରଣ । ୧୯ ଦିନ ଭିତରେ ଦେଶେର ପାଖାପାଖି ୪୫ ଲକ୍ଷ ଲୋକଙ୍କୁ ଟିକା ଦିଆଗଲାଣି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ୪୪ଲକ୍ଷ ୪୯ହଜାର ୫୫୨ ଜଣ ନେଲେଣି ଟିକା । ଗତ ୨୪ ଘଣ୍ଟା ଭିତରେ ସାରା ଦେଶରେ ୩ଲକ୍ଷ ୧୦ ହଜାର ୬୦୪ ଜଣ ଭ୍ୟାକସିନ୍ ନେଇଛନ୍ତି ।
ସାରା ବିଶ୍ୱରେ ଭାରତ ପ୍ରଥମ ଦେଶ ଯେଉଁଠି ୧୮ ଦିନରେ ରେକର୍ଡ ୪୦ଲକ୍ଷ ଲୋକଙ୍କୁ ଟିକା ଦିଆଯାଇଛି । ଆମେରିକାରେ ୪୦ଲକ୍ଷ ଲୋକଙ୍କୁ ଟିକା ଦେବା ପାଇଁ ଲାଗିଥିଲା ୨୦ଦିନ । ସେହିପରି ଇସ୍ରାଏଲ ଓ ବ୍ରିଟେନରେ ୪୦ଲକ୍ଷ ଲୋକ ୩୯ ଦିନରେ ଟିକା ନେଇଥିଲେ ।
BREAKING NEWS
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
Comments are closed.