ନୂଆଦିଲ୍ଲୀ: ଆସନ୍ତାକାଲି ଦେଶରେ ୯୧ ଲକ୍ଷ ପାର କରିବ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୫ ହଜାର ୨୦୯ ଆକ୍ରାନ୍ତ । ମୋଟ୍ ପଜିଟିଭ୍ କେସ୍ ୯୦ ଲକ୍ଷ ୯୫ ହଜାର ୮୦୭କୁ ବୃଦ୍ଧି ପାଇଛି ।
ଲକ୍ଷେ ୩୩ ହଜାର ମୃତ
ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଚାରେ ମହାମାରୀ ଆଉ ୫୦୧ ଆକ୍ରାନ୍ତଙ୍କ ଜୀବନ ନେଇଛି । ଦେଶରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୧ ଲକ୍ଷ ୩୩ ହଜାର ୨୨୭ରେ ପହଞ୍ଚିଛି । ମୃତ୍ୟୁହାର ରହିଛି ୧.୪୬% ।

୯୩% କରୋନା ଆକ୍ରାନ୍ତ ସୁସ୍ଥ
ଦେଶରେ ସୁସ୍ଥସଂଖ୍ୟା ୮୫ ଲକ୍ଷ ୨୧ ହଜାର ୬୧୭କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କରୋନାକୁ ଆରୋଗ୍ୟ ଲାଭ କରିଛନ୍ତି ୪୩ ହଜାର ୪୯୩ ଆକ୍ରାନ୍ତ । ଏବେ ଦୈନିକ ସୁସ୍ଥଙ୍କ ଅପେକ୍ଷା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଦେଶରେ ସୁସ୍ଥ ହାର ରହିଛି ୯୩.୬୯% । ଏବେ ୪ ଲକ୍, ୪୦ ହଜାର ୯୬୨ଟି ଆକ୍ଟିଭ୍ କେସ୍ ରହିଛି ।
BREAKING NEWS
- US Forces Targets on Iranian Island: ଖର୍ଗ ଆଇଲାଣ୍ଡ ଉପରେ ଆମେରିକାର ଆକ୍ରମଣ, ଇରାନର ସାମରିକ ଘାଟି ନଷ୍ଟ ନେଇ ଦାବି କଲେ ଟ୍ରମ୍ପ
- PM Modi hits out at Congress: ‘ତେଲ, ଏଲପିଜି ନେଇ ଦେଶକୁ ଭ୍ରମିତ କରୁଛି କଂଗ୍ରେସ’, ଆସାମରେ ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
Comments are closed.