ଭୁବନେଶ୍ୱର: ଅନ୍ତର୍ଜାତୀୟସ୍ତରର ଜାଭେଲିୟନ ଥ୍ରୋୟର ନୀରଜ ଚୋପ୍ରା ଓ ଶିବପାଲ ସିଂ ରବିବାର କଳିଙ୍ଗ ଷ୍ଟାଡିୟମରେ ଯୁବ ଖେଳାଳିଙ୍କ ମନୋବଳ ବଢ଼ାଇବା ସହ ଗୁରୁତ୍ୱପୂର୍ଣ୍ଣ ଟିପ୍ସ ଦେଇଛନ୍ତି । ଗୌହାଟୀରେ ଆୟୋଜିତ ହେବାକୁ ଥିବା ଜାତୀୟ ଜୁନିୟର ଆଥଲେଟିକ ଚାମ୍ପିୟନଶିପ ପାଇଁ କଳିଙ୍ଗ ଷ୍ଟାଡିୟମରେ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି । ଚୟନ ପ୍ରକ୍ରିୟାର ଦ୍ୱିତୀୟ ଦିବସରେ ୬୨ ଇଭେଂଟ ଆୟୋଜିତ ହୋଇଥିଲା ।
୧୮ରୁ ୨୦ ବର୍ଷ ବୟସର ୧୫୦ ଯୁବ ଆଥଲେଟ ଉଭୟ ବାଳକ ଓ ବାଳିକା ବିଭାଗରେ ଅଂଶଗ୍ରହଣ କରିଥିଲେ । ୪ ଇଭେଂଟରେ ପ୍ରତିଯୋଗୀ ନ ମିଳିବାରୁ ଏହାକୁ ବାତିଲ କରାଯାଇଥିଲା । ଓଡିଶା ସରକାର ଯୁବ ଓ କ୍ରୀଡା ବିଭାଗ ଏବଂ ଓଡିଶା ଆଥଲେଟିକ ଆସୋସିଏଶନ ପକ୍ଷରୁ ଏହା ଆୟୋଜିତ ହେଉଛି । କୋଭିଡ ୧୯ର ସମସ୍ତ ଗାଇଡଲାଇନ ଠିକ୍ ଭାବେ ପାଳନ କରାଯାଇ ଏହାକୁ ଆୟୋଜିତ କରାଯାଉଛି ।
BREAKING NEWS
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ
- ଖସିଲା ସେନସେକ୍ସ, ନିବେଶକ ହରାଇଲେ ୪.୩ ଲକ୍ଷ କୋଟି…
- ବାଲିଯାତ୍ରା ପଡିଆରେ ନାବାଳକ ହତ୍ୟା ପଛରେ ତ୍ରିକୋଣୀୟ ପ୍ରେମ!

Comments are closed.