ନୂଆଦିଲ୍ଲୀ: କରୋନା ଭାଇରସ ଯୋଗୁ ଭାରତରେ କେତେକ ଷ୍ଟାର ଆଥଲେଟ ବିଦେଶକୁ ପ୍ରଶିକ୍ଷଣ ଏବଂ ଟୁର୍ଣ୍ଣାମେଂଟ ଖେଳିବାକୁ ଯାଇ ଫସିଯାଇଛନ୍ତି । ସେମାନଙ୍କ ସ୍ୱଦେଶ ପ୍ରତ୍ୟାବର୍ତନ ପାଇଁ ସରକାର ଉଦ୍ୟମ ଆରମ୍ଭ କରିଛି । ତୁର୍କୀରେ ଟ୍ରେନିଂରେ କ୍ୟାମ୍ପରେ ଯୋଗଦେବାକୁ ଯାଇଥିବା ଭାରତର ଜ୍ୟାଭେଲିନ୍ ଥ୍ରୋୟର୍ ନୀରଜ ଚୋପ୍ରାଙ୍କୁ ସ୍ୱଦେଶ ଫେରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଦକ୍ଷିଣ ଆଫ୍ରିକାରେ ଥିବା ଶିବପାଲ୍ ସିଂହ ମଧ୍ୟ ଭାରତ ଫେରିବେ ବୋଲି ଆଥଲେଟିକ୍ସ ଫେଡେରେସନ୍ ଅଫ୍ ଇଣ୍ଡିଆ ପକ୍ଷରୁ କୁହାଯାଇଛି ।
ତୁର୍କୀରୁ ଆସିବାକୁ ଥିବା ଖେଳାଳି ବୁଧବାର ସକାଳେ ଏବଂ ଦକ୍ଷିଣ ଆଫ୍ରିକାରୁ ଫେରିବାକୁ ଥିବା ଖେଳାଳି ଶନିବାର ଭାରତରେ ପହଞ୍ଚିବେ । ତୁର୍କୀରେ ନୀରଜ ଓ ରୋହିତ୍ ଯାଦବ ଜର୍ମାନୀର ବାୟୋମେକାନିକ୍ ବିଶେଷଜ୍ଞ କ୍ଲସ୍ ବାର୍ଟୋନିଜ ଏବଂ ଫିଜିଓ ଈଶାନ୍ ମରୱାହାଙ୍କ ସହ ଅଭ୍ୟାସ କରୁଥିଲେ। ସେହିପରି ଦକ୍ଷିଣ ଆଫ୍ରିକାରେ ଶିବପାଲଙ୍କ ସହ ଅନ୍ନୁ ରାନୀ, ବିପିନ କାସାନ୍ ଓ ଅର୍ଶଦୀପ ସିଂହ କୋଚ୍ ଉୱି ହନଙ୍କ ସହ ଅଛନ୍ତି।
BREAKING NEWS
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
Comments are closed.