Latest Odisha News

BREAKING NEWS

ନିଟ୍-ପିଜି କାଉନସିଲିଂ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ଦିଲ୍ଲୀ: ନିଟ୍-ପିଜି କାଉନସିଲିଂ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍ଥଗିତ ରଖିବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।

ଓବିସି, ଇଡ଼ବ୍ଲୁସି ସଂରକ୍ଷଣ ବୈଧତାକୁ ନେଇ ପ୍ରଶ୍ନ କରାଯାଇଛି। ସର୍ବଭାରତୀୟ କୋଟାରେ ସଂରକ୍ଷଣ ନେଇ ସରକାର ନିଷ୍ପତି ନେଇଥିଲେ। ଏନେଇ କୋର୍ଟଙ୍କ ନିଷ୍ପତିକୁ ଅପେକ୍ଷା କରିବାକୁ ସୁପ୍ରିମକୋର୍ଟ କହିଛନ୍ତି।ପରବର୍ତ୍ତୀ ଆଦେଶ ଆସିବା ପର୍ଯ୍ୟନ୍ତ କାଉନସେଲିଂ ବନ୍ଦ ରହିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Comments are closed.