Latest Odisha News

BREAKING NEWS

ଜାନୁୟାରୀ ୧୨ରୁ ଆରମ୍ଭ ହେବ NEET-PG କାଉନ୍‌ସେଲିଂ 

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ରବିବାର କହିଛନ୍ତି ଯେ ୨୦୨୧-୨୦୨୨ ପାଇଁ NEET-PG କାଉନ୍‌ସେଲିଂ  ଜାନୁୟାରୀ ୧୨ରୁ ଆରମ୍ଭ ହେବ।

ସୁପ୍ରିମ୍‌କୋର୍ଟଙ୍କ କହିବାର ୨ ଦିନପରେ ସ୍ବାସ୍ଥ୍ୟମନ୍ତ୍ରୀ NEET-PG କାଉନ୍‌ସେଲିଂ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛନ୍ତି।

ଆଡମିଶନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଏହାର ଜରୁରୀ ଆବଶ୍ୟକତା ରହିଛି ବୋଲି କୋର୍ଟ କହିଛନ୍ତି।

Leave A Reply

Your email address will not be published.