ଝାରସୁଗୁଡା: ବିଶୃଙ୍ଖଳିତ ଆଚରଣ ଓ କର୍ତ୍ତବ୍ୟରେ ଅବହେଳା ପାଇଁ କିର୍ମିରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ବାଗଡ଼ିହି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ଫାର୍ମାସିଷ୍ଟ ଶାନ୍ତନୁ ଜୟପୁରିଆଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି ।
ଝାରସୁଗୁଡା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜୟପୁରିଆଙ୍କୁ ନିଲମ୍ବନ କରାଯାଇଥିବା ସୂଚନା । ବ୍ରଜରାଜନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଜୟପୁରିଆଙ୍କ ହେଡକ୍ବାଟର ଭାବେ ସ୍ଥିର କରାଯାଇଥିବା ବେଳେ ତାଙ୍କୁ ଉକ୍ତ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧିକ୍ଷକଙ୍କ ନିକଟରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହିତ, ତାଙ୍କୁ ନିଜର ସମସ୍ତ ଦାୟିତ୍ୱ ବାଗଡ଼ିହି ସ୍ୱାସ୍ଥ୍ୟ ଉପ କେନ୍ଦ୍ରର ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀଙ୍କୁ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଝାରସୁଗୁଡା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଜୟ କୁମାର ଜେନା ସୂଚନା ଦେଇଛନ୍ତି।
BREAKING NEWS
- Fire Safety Mandatory for All Government Building: ଏଣିକି ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ରହିବା ବାଧ୍ୟତାମୂଳକ
- ଲଞ୍ଚ ହେଲା INS ଅରିଧମନ, ସମୁଦ୍ରରେ ଶତ୍ରୁଙ୍କୁ କରିବ ଧ୍ୱଂସ
- New Horror Thriller Film: ୧୨୦ ମିନିଟର ଏକ ହରର-ଥ୍ରୀଲର ଏହି ଫିଲ୍ମ, ଥରି ଉଠିବ ଛାତି…
- ଅବକାରୀ ବିଭାଗର ନୂଆ ଗାଇଡଲାଇନ; ବେଳାଭୂମିରେ ମଦ ବିକିପାରିବ ଓଟିଡିସି..
- LPG ଗୁଜବକୁ ନେଇ କେନ୍ଦ୍ର ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ତୁରନ୍ତ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ
- ଡିଜେଲର ମୂଲ୍ୟ ଲିଟର ପିଛା ୫୨୦.୩୫ ଟଙ୍କା ବୃଦ୍ଧି
- Russia Offers To India: ପ୍ରକୃତ ବନ୍ଧୁ କ’ଣ…ପୁଣି ପ୍ରମାଣ କଲେ ପୁଟିନ…
- Raghav Chadha’s Reaction: ଚର୍ଚ୍ଚା ବଢ଼ାଇଲା ରାଘବ ଚଡ୍ଡାଙ୍କ ନୂଆ ପୋଷ୍ଟ, କହିଲେ ଚାଞ୍ଚ୍ଚଲ୍ୟକର କଥା…
- ସୁରକ୍ଷା ବାହିନୀକୁ ପୁଣି ବଡ ସଫଳତା: JJMP ମାଓ ସଙ୍ଗଠନର ଜୋନାଲ କମାଣ୍ଡର କଲା ଆତ୍ମସମପର୍ଣ
- ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ
Comments are closed.