ନୂଆଦିଲ୍ଲୀ: ଦେଶରେ ବଢ଼ିଚାଲିଛି ମାରାତ୍ମକ ଭାଇରସ କରୋନା । ପ୍ରତିଦିନ ହଜାର ହଜାର ସଂକ୍ରମିତ ଚିହ୍ନଟ ହେଉଛନ୍ତି । ସେହିପରି କୋଭିଡ ଟେଷ୍ଟ ସଂଖ୍ୟା ମଧ୍ୟ ବଢ଼ଛି । ତେବେ କରୋନା ଟେଷ୍ଟକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଆସିଛି ନୂଆ ଆଡଭାଇଜରି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଏଥିରେ ନୂଆ ପରିବର୍ତ୍ତନ ଆଣିଛନ୍ତି । କୋଭିଡ୍ ପରୀକ୍ଷାରେ ଲାଗୁ ହୋଇଛି ଅନ-ଡିମାଣ୍ଡ ଟେଷ୍ଟ। ଅର୍ଥାତ୍ ଏଣିକି ନିଜ ଇଚ୍ଛାରେ ଡାକ୍ତରଙ୍କ ପରମର୍ଶ ବିନା ପରୀକ୍ଷା କରାଇପାରିବେ ରୋଗୀ ।
ପୂର୍ବରୁ ଜିଲ୍ଲା ଅଧିକାରୀ ନଚେତ ଡାକ୍ତରଙ୍କ ଅନୁମତି ମିଳିଥିଲେ ହେଁ କୋଭିଡ୍ ଟେଷ୍ଟ କରିବା ନିୟମ ଥିଲା। ସେମାନଙ୍କ ପରାମର୍ଶ ବିନା ଟେଷ୍ଟ କରିବା ନେଇ କାହାକୁ ଅନୁମତି ନ ଥିଲା। ଏଣିକି ଏମିତି ହେବ ନାହିଁ। ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛନ୍ତି, ଯଦି କେହି ବି କେଉଁଠି ଯାତ୍ରା କରିବାକୁ ଯିବା ପୂର୍ବରୁ ନଚେତ କିଛି ଲକ୍ଷଣ ନ ଥାଇ କୋଭିଡ୍ ପରୀକ୍ଷା କରିବାକୁ ଚାହୁଁଥିବେ ଡାକ୍ତରଙ୍କ ପରାମର୍ଶ ବିନା ଅନ ଡିମାଣ୍ଡ ଟେଷ୍ଟ କରିପାରିବେ।
BREAKING NEWS
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଭୂତଳ ଚାମ୍ବରରୁ ଚାଲିଥିଲା କଫ୍ ସିରପ କାରବାର; ୮୧୩ ବୋତଲ ଜବତ, ମହିଳା ଗିରଫ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି
- ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Comments are closed.