ନୂଆଦିଲ୍ଲୀ: ଦେଶରେ କରୋନା ଭୂତାଣୁର ନୂତନ ଷ୍ଟ୍ରେନ୍ ସଂଖ୍ୟା ବୃଦ୍ଧି ପାଉଛି। ଶୁକ୍ରବାର ଦିନ, କରୋନା ଭୂତାଣୁର ୪ ଜଣ ନୂଆ କରୋନା ଷ୍ଟ୍ରେନ୍ ଦ୍ବାରା ସଂକ୍ରମିତ ହୋଇଥିବା ଜଣାପଡିଛି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପକ୍ଷରୁ ସୂଚନା ଦିଆଯାଇଛି। ମନ୍ତ୍ରଣାଳୟ କହିଛି ଯେ ଆଜି ଦେଶରେ ୪ଟି ନୂଆ କରୋନା ଭାଇରସ୍ ଷ୍ଟ୍ରେନ୍ ସହିତ ମୋଟ ମାମଲା ୨୯ କୁ ବୃଦ୍ଧି ପାଇଛି।
BREAKING NEWS
- ୧୨୦ କୁଇଣ୍ଟାଲ ଗଞ୍ଜେଇ ଜବତ କଲା ରେଳବାଇ ପୋଲିସ, ୧୬ ଅଭିଯୁକ୍ତ ଗିରଫ
- ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣା: ଆଉ ୪ ଜଣ ଅଭିଯୁକ୍ତ ଗିରଫ
- ବେଆଇନ ହର୍ଣ୍ଣ ବିରୋଧରେ ଏସଟିଏର କଡ଼ା ଚେକିଂ, ଶତାଧିକ ଅମାନିଆଙ୍କ କଟିଲା ଚାଲାଣ
- ଏଥର ବରଗଡ଼ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଦେଖିବ ନୂଆ କଂସ
- ଅଷ୍ଟ୍ରେଲିଆରେ ପନ୍ତଙ୍କ ମହାରେକର୍ଡ
- ଗମ୍ଭୀର ଏହି ଯୁବ ଖେଳାଳିଙ୍କୁ କହିଥିଲେ ଦେଶ ପାଇଁ ଗୁଳି ଖାଇବା ପରି ବାଉନ୍ସର ସାମ୍ନା କର
- କିଏ ମାରିବ ଝାଡ଼ଖଣ୍ଡ ବାଜି ?
- ନାବାଳିକା ଦୁଷ୍କର୍ମ ମାମଲା; ଅଭିଯୁକ୍ତକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ଶୁଣାଇଲେ କୋର୍ଟ
- ‘ବିଶ୍ୱରେ ଓଡ଼ିଶାର ହସ୍ତକଳା ଓ ହସ୍ତତନ୍ତ ସାମଗ୍ରୀର ବିଶେଷ ପରିଚୟ ରହିଛି’: ମୁଖ୍ୟମନ୍ତ୍ରୀ
- ଦକ୍ୟାଚ ଓଡିଶା: ଭଞ୍ଜ କଳା ମଣ୍ଡପରେ ଆୟୋଜିତ ହେବ ତ୍ରିଦିବସୀୟ ସଂସ୍କୃତ ନାଟ୍ୟ ମହୋତ୍ସବ ‘ଦଶରୂପକମ୍’
Comments are closed.