Latest Odisha News

BREAKING NEWS

ASO ମେନ୍ ପରୀକ୍ଷା ପାଇଁ ଘୋଷଣା ହେଲା ନୂଆ ତାରିଖ

ଭୁବନେଶ୍ବର:ASO ଲିଖିତ ପରୀକ୍ଷା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ୨୦୨୫ ଡିସେମ୍ବର ୭ରେ ସାନି ମୁଖ୍ୟ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। ଏଏସ୍‌ଓ ପଦ ପାଇଁ ଅନୁଷ୍ଠିତ ପ୍ରିଲିମିନାରି ପରୀକ୍ଷାରେ ଯୋଗ୍ୟତା ହାସଲ କରିଥିବା ୭୧୧୩ ଜଣ ପ୍ରାର୍ଥୀଙ୍କ ପାଇଁ ଡିସେମ୍ବର ୭ରେ ନୂଆକରି ମୁଖ୍ୟ ଲିଖିତ ପରୀକ୍ଷା ହେବ। ଏ ନେଇ ହାଇକୋର୍ଟ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।

ସୂଚନାଥାଉକି, ଅନିୟମିତତା ନେଇ ହାଇକୋର୍ଟଙ୍କ ସନ୍ଦେହ ପରେ ପରୀକ୍ଷା ବାତିଲ ହୋଇଥିଲା । ଆସନ୍ତା ଡିସେମ୍ବର ୭ ତାରିଖରେ ଆଉଥରେ ହେବ ASO ମେନ୍ ପରୀକ୍ଷା ।

 

Comments are closed.