ଚଣ୍ଡିଗଡ଼ : କଂଗ୍ରେସ ହାଇକମାଣ୍ଡଙ୍କ ସହ ଆଲୋଚନା ପରେ ପଞ୍ଜାବ ମନ୍ତ୍ରିମଣ୍ଡଳ ତାଲିକା ଚୂଡାନ୍ତ । କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ସହ ଏନେଇ ଆଲୋଚନା କରିବା ପରେ ତାଲିକା ଚୂଡାନ୍ତ ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନୀ । ଗତ ସୋମବାର ମୁଖ୍ୟମନ୍ତ୍ରୀ ଦାୟିତ୍ବ ନେଇଥିବା ଚନ୍ନୀ ନୂଆ ମନ୍ତ୍ରିମଣ୍ଡଳ ପ୍ରସଙ୍ଗରେ ବର୍ତ୍ତମାନ ସୁଦ୍ଧା ୩ ଥର ଦିଲ୍ଲା ଗସ୍ତରେ ଗଲେଣି । ଗତ ସପ୍ତାହରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ କ୍ୟାପଟେନ୍ ଅମରିନ୍ଦର ସିଂହ ଇସ୍ତଫା ଦେବା ପରେ ତାଙ୍କ ସ୍ଥାନ ଗ୍ରହଣ କରିଥିଲେ ଚନ୍ନୀ । ନୂଆ ମନ୍ତ୍ରିମଣ୍ଡଳକୁ ନେଇ ବିଭିନ୍ନ ଚାପ, ବିବାଦ ଆଦି ପରିଲକ୍ଷିତ ହେଉଥିବାରୁ ଚନ୍ନୀ ତିନି ତିନି ଥର ଦିଲ୍ଲୀ ଗସ୍ତ କରିଥିଲେ । ତେବେ ଶେଷରେ ରାହୁଲ ଏହି ତାଲିକାକୁ ସ୍ବୀକୃତି ଦେଇଛନ୍ତି । ଆସନ୍ତାକାଲି ଚଣ୍ଡିଗଡରେ ଶପଥ ନେବ ନୂଆ ମନ୍ତ୍ରିମଣ୍ଡଳ ।
BREAKING NEWS
- Naxalites Surrender:୫୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ;ମୁଣ୍ଡରେ ରହିଛି ୧କୋଟି୪୧ ଲକ୍ଷ
- Iran tensions: ଇସ୍ରାଏଲ ଯାତ୍ରା ନେଇ ଆଡଭାଇଜରୀ ଜାରି କଲା ଭାରତ
- ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ
- ମିଶନ ଶକ୍ତି ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ବୁଝାମଣା, ୪୦୦୦ ମହିଳାଙ୍କୁ ମିଳିବ…
- ପାଲକ ପନିରକୁ ନେଇ ବିବାଦ, ଭାରତୀୟ ଛାତ୍ରଙ୍କୁ ମିଳିଲା ୧.୮ କୋଟି…
- Indian coast guard: ଭାରତୀୟ ଜଳସୀମାରେ ଅନୁପ୍ରବେଶ କରୁଥିବା ପାକିସ୍ତାନୀ ଡଙ୍ଗା ଜବତ, ୯ ଗିରଫ
- ଇରାନରେ ବଢୁଛି ହିଂସା; କାଲିଠୁ ଉଦ୍ଧାର ହେବେ ଭାରତୀୟ..
- group clash: ଗୋଷ୍ଠୀ ସଂଘର୍ଷ ପରେ ଆସନ୍ତାକାଲି ସୁନ୍ଦରଗଡ଼ ସହରରେ ସବୁ ସ୍କୁଲ,କଲେଜ ବନ୍ଦ
- ଆଉ ଜଣେ ଠକ ଡାକ୍ତର ଗିରଫ; ମିଥ୍ୟା ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କ ପରିବାରଠୁ ୨୨ ଲକ୍ଷ ଠକେଇ
- ଘରେ ଅଗ୍ନିକାଣ୍ଡ ଘଟି ତିନି ଜଣ ଶିଶୁଙ୍କ ସମେତ ୬ଜଣ ଜୀବନ୍ତ ଦଗ୍ଧ
Comments are closed.