ପୁରୀ: ଆଜିଠାରୁ ଶ୍ରୀମନ୍ଦିର ପ୍ରବେଶ ପାଇଁ ନୂଆ ନିୟମ । ଜଗା ଦର୍ଶନ ପାଇଁ କଡାକଡି ପାଳନ କରାଯାଉଛି ଗାଇଡଲାଇନ୍ । କରୋନା ମହାମାରୀକୁ ଦୃଷ୍ଟିରେ ରଖି ସର୍ବସାଧାରଣ ଦର୍ଶନ ନେଇ ନୂଆ ଏସଓପି ଜାରି କରିଥିଲା ପ୍ରଶାସନ । ଆଜିଠୁ ରାଜ୍ୟ ବାହାର ଭକ୍ତଙ୍କ ପାଇଁ RT-PCR ନେଗେଟିଭ୍ ରିପୋର୍ଟ କିମ୍ବା ଟିକାର ଦୁଇଟି ଡୋଜ ନେଇଥିବା ପ୍ରମାଣପତ୍ର ବାଧ୍ୟକାମୂଳକ କରାଯାଇଛି । ଚାରି ଦିନ ମଧ୍ୟରେ କୋଭିଡ୍ ନେଗେଟିଭ ପ୍ରମାଣପତ୍ର ଥିବା ଆବଶ୍ୟକ ।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଭିତରକାଠ ବଦଳରେ ବାହାର କାଠ ନିକଟରୁ ସର୍ବସାଧାରଣ ଦର୍ଶନ କରାଯାଉଛି । ଶ୍ରୀମନ୍ଦିର ଭିତରେ କୋଭିଡ୍ ଗାଇଡଲାଇନ ଅନୁପାଳନ ନେଇ ଗଠନ ହୋଇଛି ସ୍ୱତନ୍ତ୍ର ଟିମ୍ । ବିନା ମାସ୍କରେ କୌଣସି ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ ଅନୁମତି ନାହିଁ । ଏହାସହ ହାତ ସାନିଟାଇଜ କରିବା ସହ ସାମାଜିକ ଦୂରତା ରକ୍ଷା କରିବାକୁ କୁହାଯାଇଛି ।
BREAKING NEWS
- ବିଧାନସଭା ସଦସ୍ୟଙ୍କୁ ନଜଣାଇ ମୋଜତାବାଙ୍କୁ କିପରି କରାଗଲା ଇରାନର ନୂତନ ସର୍ବୋଚ୍ଚ ନେତା?
- ରାଜ୍ୟରେ ବୃଦ୍ଧି ପାଇବ ଗ୍ରୀଷ୍ମ ପ୍ରବାହ, ୪୦ ଡିଗ୍ରି ଛୁଇଁବ ପାରଦ
- +2 Evaluation: ଏପ୍ରିଲ୍ ୨ରୁ ଯୁକ୍ତ ଦୁଇ ଖାତା ଦେଖା
- ପୁଣି କମ୍ପିବ ବିଧାନସଭା, ମୁହାମୁହିଁ ହେବେ ଶାସକ-ବିରୋଧୀ
- ରାଜ୍ୟରେ ଝଡ଼ବର୍ଷା ଭୟ, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
- ଓଡ଼ିଶାରେ ଗବେଷଣା କେନ୍ଦ୍ର ଖୋଲିବ ହାଇଦ୍ରାବାଦର ଏହି ହସ୍ପିଟାଲ
- ପ୍ରବାସୀ ଓଡ଼ିଆମାନଙ୍କ ପାଇଁ ଓଡ଼ିଶା ଉତ୍ସବ;ସଂସ୍କୃତି ବିଭାଗ ଆନୁକୂଲ୍ୟରେ ପ୍ରଥମ ଥର ପାଇଁ…
- ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଚାଲିଗଲା ୪ଜଣଙ୍କ ଜୀବନ, ଦୁଇ ଗୁରୁତର
- Puri Jagannath temple: ସୋମବାର ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
- ରାୟଗଡ଼ାରେ ୭ ବର୍ଷର ଶିଶୁକୁ ହତ୍ୟା ଘଟଣାର ପର୍ଦ୍ଦାଫାସ, ଟଙ୍କା ପାଇଁ ହତ୍ୟା କରିଥିଲା ଦାଦା
Comments are closed.