ୱେଲିଂଟନ: କୋଭିଡ-୧୯ ମହାମାରୀରୁ ନ୍ୟୁଜିଲାଣ୍ଡ ମୁକ୍ତ ହୋଇଛି । ଏଥିପାଇଁ ଦେଶରେ କଟକଣାକୁ ଉଠାଇ ଦିଆଯାଇଛି । ଏହାର ପ୍ରଭାବ ରଗବୀ ମ୍ୟାଚରୁ ଜଣାପଡିଥିଲା । ଇଡେନ ପାର୍କରେ ଅକଲାଣ୍ଡ ବ୍ଲୁଜର ମ୍ୟାଚ ଦେଖିବା ପାଇଁ ଷ୍ଟାଡିୟମରେ ୪୩୦୦୦ ଦର୍ଶକ ଉପସ୍ଥିତ ଥିଲେ । ଅନ୍ୟ ଅର୍ଥରେ କହିବାକୁ ଗଲେ ନ୍ୟୁଜିଲାଣ୍ଡରେ କୋଭିଡକୁ ପ୍ରଥମ କିକ୍ ଲାଗିଛି । ୧୫ ବର୍ଷ ପରେ ଇଡେନରେ ଏତେ ସଂଖ୍ୟକ ଦର୍ଶକ ମ୍ୟାଚ ଉପଭୋଗ କରିଛନ୍ତି । ଏହି ସୁପର ସଣ୍ଡେ ମୁକାବିଲାରେ ଅକଲାଣ୍ଡ ବ୍ଲୁଜ ୩୦-୨୦ରେ ସୁପର ରଗବୀ ଆଟେରାରୋକୁ ହରାଇଛି ।
କେତେକ ବିଶେଷଜ୍ଞଙ୍କ ମତରେ କରୋନାକୁ ଆଉ କିଛି ଦିନ ସତର୍କତାର ସହ ଜଗିବାକୁ ପଡିବ । ଏତେଟା ଖାମଖିଆଲ ଗ୍ରହଣୀୟ ନୁହେଁ । ସୋମବାର ନ୍ୟୁଜିଲାଣ୍ଡକୁ ନିଜକୁ କରୋନାମୁକ୍ତ ଦେଶ ବୋଲି ଘୋଷଣା କରିଥିଲା ।
BREAKING NEWS
- Nandankanan: ନନ୍ଦନକାନନକୁ ଆସିଲେ ଅତିଥି: ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁ ପ୍ରଜାତି ୧୭୯କୁ ବୃଦ୍ଧି
- ସମୁଦ୍ରରେ ବୁଡ଼ି ଦୁଇ ପର୍ଯ୍ୟଟକଙ୍କ ମୃତ୍ୟୁ
- ବିଶ୍ୱରେ ତେଲ ପାଇଁ ସଂଘର୍ଷ ୧୯୭୩ ସଙ୍କଟର ହେବ କି ପୁନରାବୃତ୍ତି ?
- Gang Rape: ଲିଫ୍ଟ ଦେବା ଆଳରେ ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ, ୨ ଗିରଫ
- ପେଟ୍ରୋଲ ରପ୍ତାନି ଉପରେ ରୁଷର କଟକଣା କେତେ ପ୍ରଭାବିତ ହେବ ଭାରତ ?
- ପୁଣି ଉଠିଲା ଏସ୍ସିବି ପ୍ରସଙ୍ଗ, ବିଧାନସଭାରେ ଅଚଳ ଅଚଳାବସ୍ଥା
- ବିଧାନ ପରିଷଦରୁ ଇସ୍ତଫା ଦେଲେ ନୀତିଶ କୁମାର
- ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
- ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ଚତୁର୍ଥ ଦଫା ରଥ କାଠ
- Kalbaisakhi Alert: ଆହୁରି ୫ ଦିନ ଯାଏ କାଳବୈଶାଖୀ: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Comments are closed.