ବାଲେଶ୍ବର : ପୁଣି ଅଲୋଡା ହେଲା ଶିଶୁ କନ୍ୟା । ଏମିତି କିଛି ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ସହଦେବଖୁଣ୍ଟା ଅରଡ ବଜାରରୁ । ଲୁଣିଆ ଝୋଡି ପୋଲ ନିକଟରୁ ଏକ ନବଜାତ ଶିଶୁର ମୃତଦେହ ଉଦ୍ଧାର ହୋଇଛି । କିଏ ଓ କାହିଁକି ଏଠାରେ ମୃତଦେହ ଫିଙ୍ଗିଛି , ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନି । ଆଜି ସକାଳେ କିଛି ସ୍ଥାନୀୟ ଲୋକ ଏକ ବ୍ୟାଗରେ ଶିଶୁର ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ । ପରେ ସହଦେବଖୁଣ୍ଟା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।
BREAKING NEWS
- ପୁଅର ବାହାଘର ପୂର୍ବରୁ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଲିଗଲା ବାପାର ଜୀବନ
- ବାହୁଦା ନଦୀରେ ବୁଡିଗଲେ ୨ ନାବାଳକ ଛାତ୍ର
- ଅପରେସନ୍ ଗୋ ରକ୍ଷକ: ଗୋ ମାଫିଆଙ୍କ ଆକାଉଣ୍ଟ ଓ ଲକର ହେଲା ଫ୍ରିଜ
- Airport issues advisory: ଭୁବନେଶ୍ୱର ବିମାନବନ୍ଦରରେ ଯାତ୍ରୀଙ୍କ ପାଇଁ ଆଡଭାଇଜରୀ ଜାରି; ଆଗୁଆ ପହଞ୍ଚିବା ସହ…
- Sabyasachi and Archita:ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଆସିଲା ଖୁସି ଖବର
- India Brazil Relations: ବ୍ରାଜିଲ ରାଷ୍ଟ୍ରପତିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ, ଖୁବ୍ଶୀଘ୍ର ଭାରତ ଗସ୍ତରେ ଆସିବେ…
- ଆସ୍ଥା ହରାଇଲେ ଗୁଡ଼ାରି ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀ ଶବର, ଅନାସ୍ଥା ସପକ୍ଷରେ ୧୬ ସଦସ୍ୟ
- ସନ୍ତୋଷ ଟ୍ରଫି ଫୁଟବଲ: ସଂଘର୍ଷପୂର୍ଣ୍ଣ ମୁକାବିଲାରେ ମେଘାଳୟଠାରୁ ହାରିଲା ଓଡିଶା
- ଟ୍ରମ୍ପଙ୍କ ‘ଶାନ୍ତି ବୋର୍ଡ’; କାହିଁକି ଦୂରେଇଲା ଭାରତ…
- ୨୦୩୬ ସୁଦ୍ଧା ୯୦ପ୍ରତିଶତ ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ
Comments are closed.