ନୂଆପଡା: ବିଧାୟକ ଭାବେ ଶପଥ ନେଲେ ଜୟ ଢ଼ୋଲକିଆ। ଶପଥ ଗ୍ରହଣ ପୂର୍ବରୁ ଜୟ ଢ଼ୋଲକିଆ ସପରିବାର ସହ ଆସି ବିଧାନସଭାରେ ପହଞ୍ଚିଥିଲେ। ନୂଆପଡା ବିଧାୟକ ଭାବେ ବିଧାନସଭାରେ ଶପଥ ନେଲେ ଜୟ ଢୋଲକିଆ। ଶପଥ ପାଠ କରାଇଲେ ବାଚସ୍ପତି ସୁରମା ପାଢ଼ୀ। ମାଆ ଓ ପତ୍ନୀଙ୍କ ସହ ଆସି ନୂଆ ବିଧାୟକ ଭାବେ ନେଲେ ଶପଥ।
ଦିନ ୧ଟା ବେଳେ ଓଡ଼ିଶା ବିଧାନସଭାରେ ଶପଥ ଗ୍ରହଣ କରିଛନ୍ତି ଜୟ । ଶପଥ ଗ୍ରହଣ ବେଳେ ବିଜେପି ବିଧାୟକ ଓ ମନ୍ତ୍ରୀ ଉପସ୍ଥିତ ରହିବେ। ନୂଆପଡା ଉପନିର୍ବାଚନରେ ୮୩ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଥିଲେ ଜୟ ।
Comments are closed.