Latest Odisha News

BREAKING NEWS

ଅତ୍ରଙ୍ଗୀ ଅକ୍ଷୟ

ଭୁବନେଶ୍ୱର : ବଲିଉଡ଼ର ଷ୍ଟାର ଅକ୍ଷୟ କୁମାର । ଯିଏ କି ଖିଲାଡି କୁମାର ନାଁରେ ବେଶ ଜଣାଶୁଣା । ଜଣେ ଷ୍ଟାର ଭାବେ ନୁହେଁ ସମାଜ ସେବାରେ ସବୁଠୁ ଆଗରେ ରହିଛନ୍ତି । ଲୋକଙ୍କ ପ୍ରତିଟି ବିପଦ ସମୟରେ ସହଯୋଗର ହାତ ବଢାଇଛନ୍ତି । ସେ କରୋନା ସମୟରେ ଅକ୍ସିଜେନ୍ ଦେବା ହେଉ କି ମହାରାଷ୍ଟ୍ରରେ ମରୁଡ଼ି ବେଳେ କୃଷକଙ୍କୁ ସହଯୋଗ କରିବା ହେଉ । କେବେ ପଛକୁ ହଟିନାହାନ୍ତି । ପଞ୍ଜାବୀ ପରିବାରରେ ଜନ୍ମ ହୋଇଥିବା ଏହି ଅଭିନେତା ନିଜ ବ୍ୟକ୍ତିତ୍ୱ ବଳରେ ଫ୍ୟାନଙ୍କ ହୃଦୟରେ ସ୍ୱତନ୍ତ୍ର ଜାଗା ବନେଇ ପାରିଛନ୍ତି ।

Leave A Reply

Your email address will not be published.