ଫୁଲ୍ ଯୋଶ୍ରେ ମାଡି ଆସୁଛି ୟଶ୍ । ସାମୁଦ୍ରିକ ଝଡ଼ ୟଶ୍ ପାରାଦୀପ-ସାଗରଦୀପ ମଝିରେ ଲ୍ୟାଣ୍ଡ ଫଲ୍ କରିବା ନେଇ ସବୁଆଡେ ସତର୍କ ସୂଚନା । ଆଗକୁ ପୁର୍ଣ୍ଣିର୍ିର୍ମା ଥିବାରୁ ବିପଦ ବଢିବାର ଆଶଙ୍କା କରାଯାଉଛି । ୭ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ସହ ପବନ ବହିବ । ସେହିଭଳି ବାତ୍ୟା ସମୟରେ ମୁକାବିଲା ପାଇଁ ସରକାରଙ୍କ ଆକ୍ସନ ପ୍ଲାନ୍ । ୫ ବରିଷ୍ଠ ଆଇଏସ୍ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ତଳିଆ ଅଞ୍ଚଳ ଲୋକମନେଙ୍କୁ ସୁରକ୍ଷିତ ଜାଗାକୁ ସ୍ଥାନାନ୍ତର କରାଯାଉଛି । ଲୋକଙ୍କ ସୁରକ୍ଷା ନେଇ ବିଭିନ୍ନ ସ୍ଥାନ ମାନଙ୍କରେ ସଜାଗ ରହିଛି ପ୍ରଶାସନ ।
BREAKING NEWS
- ପାଲକ ପନିରକୁ ନେଇ ବିବାଦ, ଭାରତୀୟ ଛାତ୍ରଙ୍କୁ ମିଳିଲା ୧.୮ କୋଟି…
- Indian coast guard: ଭାରତୀୟ ଜଳସୀମାରେ ଅନୁପ୍ରବେଶ କରୁଥିବା ପାକିସ୍ତାନୀ ଡଙ୍ଗା ଜବତ, ୯ ଗିରଫ
- ଇରାନରେ ବଢୁଛି ହିଂସା; କାଲିଠୁ ଉଦ୍ଧାର ହେବେ ଭାରତୀୟ..
- group clash: ଗୋଷ୍ଠୀ ସଂଘର୍ଷ ପରେ ଆସନ୍ତାକାଲି ସୁନ୍ଦରଗଡ଼ ସହରରେ ସବୁ ସ୍କୁଲ,କଲେଜ ବନ୍ଦ
- ଆଉ ଜଣେ ଠକ ଡାକ୍ତର ଗିରଫ; ମିଥ୍ୟା ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କ ପରିବାରଠୁ ୨୨ ଲକ୍ଷ ଠକେଇ
- ଘରେ ଅଗ୍ନିକାଣ୍ଡ ଘଟି ତିନି ଜଣ ଶିଶୁଙ୍କ ସମେତ ୬ଜଣ ଜୀବନ୍ତ ଦଗ୍ଧ
- ୧୯ ବର୍ଷରୁ କମ ବିଶ୍ୱକପ କ୍ରିକେଟ: ଆମେରିକାକୁ ହରାଇ ବିଜୟ ଅଭିଯାନ ଆରମ୍ଭ କଲା ଭାରତ
- ସାଉଦି ଆରବର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ପରଲୋକ, ୧୧୦ ବର୍ଷରେ ହୋଇଥିଲେ ବାପା
- ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର ବିଜେଡିରୁ ନିଲମ୍ବିତ
- ନୂତନ ବିଧାନସଭା ଏବଂ ଲୋକସେବା ଭବନ ନିର୍ମାଣର ଆବଶ୍ୟକତା ଉପରେ ପ୍ରଶ୍ନ ଉଠାଇଲା ବିଜେଡି
Comments are closed.