ଭୁବନେଶ୍ୱର: ଓଡ଼ିଆ ଭାଷା ପାଇଁ ୨୦୨୦ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା କରାଯାଇଛି । ଓଡିଆ ଗଳ୍ପ ସଂକଳନ ‘ସମୁଦ୍ର କୂଳ ଘର’ ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବେ ବିଶିଷ୍ଟ କଥାଶିଳ୍ପୀ ଡକ୍ଟର ଯଶୋଧାରା ମିଶ୍ର । ଏକ ସ୍ୱତନ୍ତ୍ର ଉତ୍ସବରେ ଡକ୍ଟର ମିଶ୍ରଙ୍କୁ ତାମ୍ରଫକଳ ସହିତ ଏକ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ । ‘ସମୁଦ୍ର କୂଳ ଘର’ ସଂକଳନରେ ୭ଟି ଗଳ୍ପ ସ୍ଥାନିତ ହୋଇଛି । ତେବେ ତିନି ଜଣିଆ ବିଚାରକ ମଣ୍ଡଳୀ ପକ୍ଷରୁ ସୁପାରିଶ୍ କରାଯାଇଥିବା ବେଳେ ଏହି ସମ୍ମାନ ନେଇ ଯଶୋଧାରାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.