ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ଇତିହାସ ରଚିଛି ହକି ଟିମ୍ । ୪୧ବର୍ଷ ପରେ ଭାରତକୁ ମିଳିଛି ଅଲିମ୍ପିକ୍ସ ପଦକ । ପୁରୁଷ ହକିରେ ଭାରତ ବ୍ରୋଞ୍ଜ ପଦକ ହାତେଇଛି । ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରି ପଦକ ହାତେଇ ନେଇଛି ଟିମ୍ ଇଣ୍ଡିଆ । ସେପଟେ ମହିଳା ହକି ଟିମ୍ର ଭଲ ପ୍ରଦର୍ଶନ ଥିଲେ ବି ଅଳ୍ପରେ ହାତରୁ ଖସି ଯାଇଛି ବ୍ରୋଞ୍ଜ ପଦକ ଆଶା । ତେବେ ଉଭୟ ହକି ଟିମ୍କୁ ଉତ୍ସାହିତ କରିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି ।
BREAKING NEWS
- ବନ୍ୟା ପରେ ନେପାଳରେ ଭୂକମ୍ପ, ତୀବ୍ରତା ୫.୦…
- ଫାୟାର ସେଫ୍ଟି ନିୟମ ନମାନିଲେ ବନ୍ଦ ହେବ କୋଚିଂ ସେଣ୍ଟର…
- ବିଶ୍ୱରେ ସବୁଠୁ ଅଧିକ ଟଙ୍କା ପାଉଥିବା ପ୍ରଧାନମନ୍ତ୍ରୀ : ବଢ଼ିଲା ବାର୍ଷିକ ୧ ନିୟୁତ ଡଲାର
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ଓଡ଼ିଶାରେ ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ; କଲରାପତରିଆ ବାଘ ଛାଲ ଜବତ,ଜଣେ ଗିରଫ
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
- କଣ୍ଟେନରରୁ ମିଳିଲା ୧ କୋଟି ଟଙ୍କାର ଗଞ୍ଜେଇ;୨ ଗିରଫ


Comments are closed.