ଢେଙ୍କାନାଳ: ଲଗାଣ ବର୍ଷାରେ ଧୋଇଗଲା ରାସ୍ତା । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ସିଆରିମାଳିଆ ୫୩ ନମ୍ବର ଜାତୀୟ ରାଜପଥ ଧୋଇ ଯାଇଛି । ରାସ୍ତା ଉପରେ ପ୍ରାୟ ୪୦ଫୁଟର ଘାଇ ସୃଷ୍ଟି ହୋଇଛି । ଫଳରେ ଏହି ରାସ୍ତା ଦେଇ ଠପ୍ ହୋଇଛି ଯାତାୟତ । ବିଶେଷ କରି ଯାଜପୁର ଜିଲ୍ଲା ଡୁବୁରୀ ଓ ତାଳଚେରକୁ ଗମନାଗମନ ବାଧାପ୍ରାପ୍ତ ହୋଇଛି । ରାସ୍ତାର ଉଭୟପଟରେ ବହୁ ଗାଡ଼ିମୋଟର ଅଟକି ରହିଛି । ବିକଳ୍ପ ରାସ୍ତା ନଥିବାରୁ ଲୋକ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି । ଏହି ରାସ୍ତାରେ ଶହ ଶହ ଗାଡ଼ିମୋଟର ଅଚକି ରହିଛି ।
BREAKING NEWS
- ଝାରଖଣ୍ଡ ନିକଟରୁ ୪ ୱିକେଟରେ ହାରିଲା ଓଡିଶା
- Union Budget 2026: ବଜେଟ ସବୁ ବର୍ଗ ପାଇଁ ସହାୟକ: ମୁଖ୍ୟମନ୍ତ୍ରୀ
- Budget 2026: ୧୫ ହଜାର ସ୍କୁଲ ଏବଂ ୫୦୦ କଲେଜରେ ଖୋଲିବ କ୍ରିଏଟର ଲ୍ୟାବ୍; ଗେମିଂରେ ୧୦ ଲକ୍ଷ ନିଯୁକ୍ତି
- ପ୍ରତିରକ୍ଷା କ୍ଷେତ୍ର ପାଇଁ ବଡ଼ ଧରଣର ବ୍ୟୟବରାଦ ଘୋଷଣା କଲେ ସରକାର..
- ବଜେଟରେ ମହଙ୍ଗା ହେଲା ମଦ, ସିଗାରେଟ୍ ଏବଂ ପାନ ମସଲା…
- Union Budget 2026: ଚଳିତ ବଜେଟରେ ପର୍ଯ୍ୟଟନ କ୍ଷେତ୍ରକୁ କଣ ମିଳିଲା…
- Budget 2026: ମେଧାବୀ ଛାତ୍ରୀଙ୍କ ପାଇଁ ବଡ ଘୋଷଣା; ପ୍ରତ୍ୟେକ ଜିଲ୍ଲାରେ ବାଳିକା ଛାତ୍ରାବାସ ପ୍ରତିଷ୍ଠା ହେବ
- Budget 2026: ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ଲକ୍ଷ୍ୟକୁ ଧ୍ୟାନରେ ରଖି ପ୍ରସ୍ତୁତ ହୋଇଛି: ଅମିତ ଶାହା
- Union Budget 2026: ବଜେଟ ପାଇଁ କାହିଁକି ଧସିଲା ସେୟାର ମାର୍କେଟ…
- Budget 2026: ‘ଖେଲୋ ଇଣ୍ଡିଆ ମିଶନ’ ଭାଗ୍ୟ ବଦଳାଇବ ଦେଶର, ଏବେ ପଦକ ସହ ମିଳିବ ନିଯୁକ୍ତି
Comments are closed.