ଭୁବନେଶ୍ୱର: ଭୁବନେଶ୍ୱରରେ ଜଣକୁ ଉଠାଇ ନେଲା ନ୍ୟାସନାଲ ଇନଭେଷ୍ଟିଗେସନ୍ ଟିମ୍ । ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରୁ ଜଣଙ୍କୁ ଉଠାଇନେଲା NIA । କ୍ରାଇମ୍ ବ୍ରାଞ୍ଚ ଓ କମିସନରେଟ୍ ପୋଲିସ ସହାୟତାରେ ଉଠାଇଲା NIA । ତେବେ କେଉଁ ଲିଙ୍କରେ ଏନ୍ଆଇଏ କାହାକୁ ଉଠାଇ ନେଇଛି ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ଆତଙ୍କୀ ଲିଙ୍କ ମାମଲାରେ ଉଠାଇନେଇଥିବା ଅଶଙ୍କା କରାଯାଉଛି । ତାଙ୍କୁ ଏକ ଅଜ୍ଞାତ ସ୍ଥାନକୁ ନେଇ ଏନ୍ଆଇଏ ପଚରାଉଚରା କରୁଛି । ପୂର୍ବରୁ କଟକ ସାଲେପୁର ଅଚଂଳର ଅବଦୁର ରେହେମାନଙ୍କୁ ଆତଙ୍କବାଦୀ ଲିଙ୍କରେ ଏନ୍ଆଇଏ ଉଠାଇ ନେଇଥିଲା ।
BREAKING NEWS
- ଜାତିସଂଘ ଉପରେ ବିଶ୍ୱାସ ଅଛି, ଟ୍ରମ୍ପଙ୍କ ଶାନ୍ତି ବୋର୍ଡ ଦରକାର ନାହିଁ: ସ୍ପେନ
- ରାଉରକେଲା ବିମାନ ଦୁର୍ଘଟଣା: ପାଇଲଟ ତରୁଣ ଶ୍ରୀବାସ୍ତବ ସୁସ୍ଥ ହୋଇ ଫେରିଲେ
- ସୁଯୋଗ ହାତଛଡା କରୁଛନ୍ତି ସଞ୍ଜୁ ସାମସନ
- ‘Border 2’ ରିଲିଜ ପରେ ମନକଥା କହିଲେ ଦିଲଜିତ୍…
- ଫିଟ ଅଛନ୍ତି ତ ବୁମରାହ, ଚିନ୍ତା ବଢ଼ାଇଲା
- Maoists Surrender: ୪୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ୯ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ
- ବିଜେଡି ଛାଡ଼ି ବିଜେପିରେ ମିଶିଲେ ପାଟଣାଗଡ଼ ଏନ୍ଏସି ଉପାଧ୍ୟକ୍ଷଙ୍କ ସମେତ ୭ କାଉନ୍ସିଲର
- ଧାନ ସଂଗ୍ରହରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାଗୁଡ଼ିକ ବହୁତ ପଛରେ: ବିଜେଡି
- ଦୁନିଆରେ ମାନବ ସମାଜ ଠାରୁ ଅଧିକ ହେବ ରୋବୋଟ ସଂଖ୍ୟା..
- ବାଂଲାଦେଶ ବିପକ୍ଷରେ ଆଇସିସି ନେଇପାରେ କଠୋର କାର୍ଯ୍ୟାନୁଷ୍ଠାନ
Comments are closed.