ଭୁବନେଶ୍ୱର: ଭୁବନେଶ୍ୱରରେ ଜଣକୁ ଉଠାଇ ନେଲା ନ୍ୟାସନାଲ ଇନଭେଷ୍ଟିଗେସନ୍ ଟିମ୍ । ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରୁ ଜଣଙ୍କୁ ଉଠାଇନେଲା NIA । କ୍ରାଇମ୍ ବ୍ରାଞ୍ଚ ଓ କମିସନରେଟ୍ ପୋଲିସ ସହାୟତାରେ ଉଠାଇଲା NIA । ତେବେ କେଉଁ ଲିଙ୍କରେ ଏନ୍ଆଇଏ କାହାକୁ ଉଠାଇ ନେଇଛି ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ଆତଙ୍କୀ ଲିଙ୍କ ମାମଲାରେ ଉଠାଇନେଇଥିବା ଅଶଙ୍କା କରାଯାଉଛି । ତାଙ୍କୁ ଏକ ଅଜ୍ଞାତ ସ୍ଥାନକୁ ନେଇ ଏନ୍ଆଇଏ ପଚରାଉଚରା କରୁଛି । ପୂର୍ବରୁ କଟକ ସାଲେପୁର ଅଚଂଳର ଅବଦୁର ରେହେମାନଙ୍କୁ ଆତଙ୍କବାଦୀ ଲିଙ୍କରେ ଏନ୍ଆଇଏ ଉଠାଇ ନେଇଥିଲା ।
BREAKING NEWS
- Fly Dubai Hijack Scare: ଜରୁରୀ ଅବତରଣ, ସେନାର ତଦନ୍ତ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ସହକାରୀ ନିର୍ଦ୍ଦେଶକଙ୍କ ରହିଛି ୪ କୋଠା, ୩୦ ପ୍ଲଟ…
- କିଚକେଶ୍ୱରୀ ମନ୍ଦିରର ଉନ୍ନତିକରଣ; କେନ୍ଦ୍ର ପକ୍ଷରୁ ୪୪.୯୧ କୋଟି ମଞ୍ଜୁର…
- ACF Soumya Ranjan death case:ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା:ପତ୍ନୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ
- ହୁତୁହୁତୁ ହୋଇ ଜଳିଲା ବାଇକ୍ ଶୋ’ରୁମ୍
- SIR Declaration: ବିବାଦ ପରେ ନିର୍ବାଚନ କମିଶନଙ୍କ ବଡ ନିଷ୍ପତ୍ତି, ଫର୍ମ-୬ ସହ ଆଉ ଦେବାକୁ ପଡ଼ିବନି ଅତିରିକ୍ତ ଘୋଷଣା
- INDIA bloc Meet: ଦିଲ୍ଲୀରେ ବିରୋଧୀଙ୍କ ବଡ ବୈଠକ! SIR ବିବାଦ, CECଙ୍କ ଇସ୍ତଫା ନେଇ ତାତିଲା ରାଜନୀତି, ସରକାରଙ୍କୁ ଘେରିବାକୁ ବଡ ରଣନୀତି?
- ଗହୀରମଥାରୁ ୧୯ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ
- ବନ୍ୟାରେ ଉବୁଟୁବୁ ଭଦ୍ରକ, ଆଜି ୧୬୬ ସ୍କୁଲ ବନ୍ଦ…
- ଟେକ୍-ଅଫର କିଛି ସମୟ ପରେ ସେନା ବିମାନ କ୍ରାସ, ୬ ମୃତ

Comments are closed.