କେରଳ: କେରଳରେ ଫେରିଛି ମାସ୍କ । କେରଳ ମାଲାପୁରମରେ ଜଣେ ୧୪ ବର୍ଷୀୟ ବାଳକ ନିପା ଭାଇରସ୍ ଆକ୍ରାନ୍ତ ହୋଇଥିବା ଚିହ୍ନଟ ହୋଇଛନ୍ତି । ତେବେ ବାଳକଟି ସହ କେଉଁମାନେ ସଂସ୍ପର୍ଶରେ ଆସିଛନ୍ତି ସେନେଇ ଅଧିକ ଯାଞ୍ଚ କରୁଛି ସ୍ବାସ୍ଥ୍ୟ ବିଭାଗ । ଏହା ସହିତ ଆକ୍ରାନ୍ତ ଚିହ୍ନଟ ଅଞ୍ଚଳର ୩ କିମି ମଧ୍ୟରେ ସତର୍କ ରହିବାକୁ ପରାମର୍ଶ ଜାରି କରାଯାଇଛି । ସେପଟେ ଏହି ଭାଇରସ ଚିହ୍ନଟ ପରେ ମାଲାପୁରମବାସୀଙ୍କୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛି ପ୍ରଶାସନ ।
BREAKING NEWS
- ଆସନ୍ତୁ ଜାଣିବା ମେସି, ରୋନାଲ୍ଡୋଙ୍କଠାରୁ କେଉଁ ଫୁଟବଲ ଖେଳାଳି ଅଧିକ ଧନୀ
- ଫିଲ୍ମ ସେଟରେ ମହିଳାଙ୍କ ସୁରକ୍ଷାକୁ ନେଇ ଭୁମି ପେଡନେକର କଲେ ବଡ ଖୁଲାସା..
- ଅଷ୍ଟ୍ରେଲିଆରେ ଆଜି ପର୍ଯ୍ୟନ୍ତ ଭାରତୀୟ ଟେଷ୍ଟ ଟିମର ପ୍ରଦର୍ଶନ
- ଭୟଙ୍କର ସ୍ଥିତିରେ ଦିଲ୍ଲୀର ବାୟୁ ପ୍ରଦୂଷଣ; ବଦଳିଲା କର୍ମଚାରୀଙ୍କ ଅଫିସ୍ ସମୟ
- ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ
- ରାଜ୍ୟରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ: ମନ୍ତ୍ରୀ
- ପାକିସ୍ତାନରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ, ୩୮ ମୃତ
- ଭଦ୍ରକ ବନ୍ଧଗାଁ ପୂର୍ବତନ ସରପଞ୍ଚ ହତ୍ୟା ଘଟଣା: ୪ ଗିରଫ
- ନଭେମ୍ବର ୨୪ରେ ଦଳ ସହିତ ଯୋଗ ଦେବେ ରୋହିତ
- ଅକ୍ଷୟ ଶକ୍ତି ଆପଣାଇବା ପାଇଁ ବାଲିଯାତ୍ରାରେ ସଚେତନତା ସୃଷ୍ଟି କରୁଛି ଗ୍ରୀଡ଼କୋ
Comments are closed.