ନୂଆଦିଲ୍ଲୀ: କ୍ୟୁରେଟିଭ ପିଟିସନ ଖାରଜ ହେବା ପରେ ରାଜକ୍ଷମା ପାଇଁ ରାଷ୍ଟ୍ରପତିଙ୍କ ନିକଟରେ ଆବେଦନ କରିଛି ନିର୍ଭୟା ଦୋଷୀ ପବନ ଗୁପ୍ତା । ଫାଶୀ ତାରିଖ ଘୁଂଚାଇବା ପାଇଁ ସେ ଏଭଳି ଯୋଜନା କରିଛି । ପବନର ଓକିଲ ଏପି ସିଂହ ରାଷ୍ଟ୍ରପତିଙ୍କ ତାର ରାଜକ୍ଷମା ଆବେଦନ କରିଛନ୍ତି ।
ସେପଟେ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ନୂଆ ଟ୍ୱିଷ୍ଟ ଆସିଛି । ଆସନ୍ତାକାଲି ଏହି ଘଟଣାରେ ୪ ଦୋଷୀଙ୍କୁ ଫାଶୀ ଖୁଂଟରେ ଝୁଲାଇବା ପାଇଁ ଧାର୍ଯ୍ୟ ହୋଇଥିବା ତାରିଖରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ମନା କରି ଦେଇଛନ୍ତି ଦିଲ୍ଲୀ ପଟିଆଲ ହାଉସ କୋର୍ଟ । ଫାଶୀ ତାରିଖ ଘୁଂଚାଇବା ପାଇଁ ଦୋଷୀମାନେ ଆବେଦନ କରିଥିଲେ । ତେବେ ଏହାକୁ କୋର୍ଟ ଆଗ୍ରାହ୍ୟ କରିଛନ୍ତି ।
ସୂଚନା ଯୋଗ୍ୟ ଯେ, ମାର୍ଚ୍ଚ ୩ ଅର୍ଥାତ ଆସନ୍ତାକାଲି ସକାଳ ୬ଟାରେ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ୪ ଦୋଷୀଙ୍କୁ ଫାଶୀ ଖୁଂଟରେ ଝୁଲାଇବା ପାଇଁ ଡେଥ୍ ୱାରେଂଟ ଜାରି ହୋଇଛି ।
BREAKING NEWS
- ୧୪ ବର୍ଷରେ ୬.୮ ଲକ୍ଷ ପେଙ୍ଗୁଇନ୍ ଗାଏବ ! ଆଣ୍ଟାର୍କଟିକାର ସର୍ବବୃହତ କଲୋନୀରେ ଘଟିଲା କ’ଣ ?
- ରୋନାଲ୍ଡୋଙ୍କ ଉପରେ ବଡ଼ କାର୍ୟ୍ୟାନୁଷ୍ଠାନ: ଏଫପିଏଫ ପକ୍ଷରୁ ଅସ୍ଥାୟୀ ଭାବେ କରାଗଲା ସସପେଣ୍ଡ
- ଜେଏସ୍ଡବ୍ଲ୍ୟୁ ଷ୍ଟିଲର ଓଡ଼ିଶା ଖଣି ବିଭାଗ ପକ୍ଷରୁ ‘ମାନସିକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମ ଆୟୋଜିତ
- ସଚିନଙ୍କ ପୁଅଙ୍କ ସହ ଅନ୍ୟାୟ ! ୫୦ ୱିକେଟ୍ ନେବା ପରେ ମଧ୍ୟ ଅର୍ଜୁନଙ୍କୁ ଗୋଆ ଦଳରୁ କରାଗଲା ବାହାର
- ସାମୀଙ୍କ ବଡ଼ ବୟାନ: ଟିମ୍ ଇଣ୍ଡିଆରେ ଚୟନ ନହେବା ମୋ ପାଇଁ କୌଣସି କ୍ଷତି ନୁହେଁ
- ଅଭିଜିତ୍ ଦୀପକେଙ୍କ ଜେଜେ ମା’ଙ୍କ ଦେହାନ୍ତ, ଏଭଳି କହିଲା ଦିଲ୍ଲୀ ପୋଲିସ…
- CJP Delhi protest: କକ୍ରୋଚ ପ୍ରତିବାଦରେ ସାମିଲ ଓକିଲ ଅଟକ, CJI କହିଲେ…
- ମା’ ସମଲେଶ୍ୱରୀଙ୍କ ଦୁର୍ଲଭ ଧବଳମୁଖୀ ବେଶ; ଜାଣନ୍ତୁ ମହତ୍ତ୍ବ
- ନିର୍ବାଚନ ପୂର୍ବରୁ ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼
- ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ଉପରେ ଆକ୍ରମଣ ଘଟଣାରେ NIA ପକ୍ଷରୁ UAPA ଓ ଆଣ୍ଟି-ହାଇଜାକିଂ ଆଇନରେ ମାମଲା ରୁଜୁ

Comments are closed.