ମୁମ୍ବାଇ: ଫ୍ଲୋରକୁ ଆସିଲା ବାହୁବଳୀ ଫେମ୍ ଅନୁଷ୍କା ସେଟ୍ଟୀଙ୍କ ‘ନିଶବ୍ଦମ୍’ର ଟ୍ରେଲର । ଏହା ଏକ ସସପେନ୍ହ ଥ୍ରୀଲର ମୁଭି । ଏଥିରେ ଅନୁଷ୍କାଙ୍କୁ ମୁକ ବଧୀର ଭୂମିକାରେ ଦେଖିବାକୁ ମିଳିବ । ଏହି ଫିଲ୍ମରେ ଅନୁଷ୍କାଙ୍କ ସହ ସ୍କ୍ରିନ୍ ସେୟାର କରିଛନ୍ତି ଥ୍ରୀ ଇଡିଏଟ୍ ଫେମ୍ ଆର୍ ମାଧବନ୍ ।
ଆସନ୍ତା ଅକ୍ଟୋବର ୨ରେ ଫିଲ୍ମଟି ଓଟିଟି ପ୍ଲାଟଫର୍ମ ଆମାଜନ ପ୍ରାଇମରେ ରିଲିଜ ହେବ । ଏକ ମର୍ଡର ମିଷ୍ଟ୍ରି ଉପରେ ଫିଲ୍ମଟି ଆଧାରିତ । ଫିଲ୍ମଟି ତାମିିଲ, ତେଲୁଗୁ ଓ ମାଲୟାଲମ ଭାଷାରେ ରିଲିଜ ହେବ ।
BREAKING NEWS
- ଥାଇଲ୍ୟାଣ୍ଡରୁ ଉଦ୍ଧାର ହେଲେ ୪ ଓଡ଼ିଆ…
- AI ସମ୍ମିଳନୀରେ ସାର୍ଟ ଖୋଲି ହଙ୍ଗାମା; ଜେଲ୍ ଗଲେ ୪ ଅଭିଯୁକ୍ତ
- ଆମ ପୂର୍ବରୁ କେମିତି ଜାଣିଲେ; ପ୍ରେଗନାନ୍ସି ଚର୍ଚ୍ଚା ମଧ୍ୟରେ ମୁହଁ ଖୋଲିଲେ ଅଭିନେତ୍ରୀ ସରଗୁନ୍…
- Puri Jagannath Temple: କାଳିଆ ହୁଣ୍ଡିରୁ ମିଳିଲା ୫୮ କେଜି ସୁନା; ୨୦୨୫ରେ ଏତିକି ଟଙ୍କା ସଂଗ୍ରହ…
- କୋଟିପତି ଫରେଷ୍ଟର ଗିରଫ; ୪୭୦ ଗ୍ରାମ ସୁନା ସହ ୯ ପ୍ଲଟ…
- ୨୦୨୪ ଜୁନରୁ ଏବେ ଯାଏଁ ଶ୍ରୀମନ୍ଦିର ଉପରେ ଉଡ଼ିଛି ୧୦ ଥର ଡ୍ରୋନ୍
- ମୋଦି ଆମକୁ ଲୁଟୁଥିଲେ; ଟାରିଫ ବିବାଦ ମଧ୍ୟରେ ଏଭଳି କହିଲେ ଟ୍ରମ୍ପ…
- ସାଢ଼େ ୬ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ
- Liquor in Tetra Packs: ଏବେ କାଚ ନୁହେଁ ଟେଟ୍ରା ପ୍ୟାକ୍ରେ ମିଳିବ ମଦ
- ୧୪ ବର୍ଷ ପରେ ସିରିଆରେ ପୁଣି ଖୋଲିବ ଆମେରିକୀୟ ଦୂତାବାସ! ସୈନ୍ୟଙ୍କ ପ୍ରତ୍ୟାବର୍ତ୍ତନ ଆରମ୍ଭ..
Comments are closed.