ଭୁବନେଶ୍ୱର: କୋରାପୁଟ ଜିଲ୍ଲାକୁ ପ୍ରଶଂସା କରିଛନ୍ତି ନୀତି ଆୟୋଗ ସିଇଓ ଅମିତାଭ କାନ୍ତ । ଜିଲ୍ଲାର ସ୍ୱାସ୍ଥ୍ୟ ସେବା, ଶିକ୍ଷା ଏବଂ ଅନ୍ୟାନ୍ୟ ମୌଳିକ ଭିତ୍ତିଭୂମିକୁ ଉନ୍ନତ କରିଥିବା ହେତୁ କୋରାପୁଟ ନୀତି ଆୟୋଗର ଜିଲ୍ଲା ପ୍ରଦର୍ଶନ ତାଲିକା ଏପ୍ରିଲ ମାସ ପାଇଁ ସର୍ବୋତ୍ତମ ଜିଲ୍ଲା ଭାବେ ଚିହ୍ନିତ ହୋଇଛି ।
ଏହି ଉକ୍ରର୍ଷ ପାଇଁ ସିଇଓ ଅମିତାଭ କାନ୍ତ ଜିଲ୍ଲା ପ୍ରଶାସନକୁ ପ୍ରଶଂସା କରିଛନ୍ତି । ଏହାର ପ୍ରତିକ୍ରିୟାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ୍ ତ୍ରିପାଠୀ ଅମିତାଭଙ୍କୁ ଧନ୍ୟବାଦ ଜଣାଇଛନ୍ତି । ରାଜ୍ୟର ଭଲ ଶାସନକୁ ଚିହ୍ନି ଥିବାରୁ ଧନ୍ୟବାଦ ଜଣାଇଛନ୍ତି ।
ଏଥିପାଇଁ ବରିଷ୍ଠ ଆଇଏସ ଅଫିସର ତଥା ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ଯୁଗ୍ମ ସଚିବ ଉଷା ପାଢ଼ୀ ଜିଲ୍ଲା ପ୍ରଶାସନକୁ ଶୁଭେଚ୍ଛା ଜଣାଇଛନ୍ତି ।
Compliments to team #Koraput. Way to go. ? @abdaal @CMO_Odisha @NITIAayog https://t.co/BFIC0T6q7I
— Usha Padhee (@ushapadhee1996) June 9, 2022
Comments are closed.