ପୁରୀ: ପୁରୀ ଗସ୍ତରେ ନୀତି ଆୟୋଗ ଉପାଧ୍ୟକ୍ଷ । ନୀତି ଆୟୋଗ ଉପାଧ୍ୟକ୍ଷ ଡ଼ଃ ରାଜୀବ କୁମାର ଶ୍ରୀମନ୍ଦିର ଯାଇ ଜଗନ୍ନାଥଙ୍କୁ ଆଜି ସକାଳେ ଦର୍ଶନ କରିଛନ୍ତି । ନୀତି ଆୟୋଗର ବିଭାଗୀୟ ଉପଦେଷ୍ଟା ଅବିନାଶ ମିଶ୍ର, ଜିଲ୍ଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ପ୍ରୋଟକଲ ଅଫିସର ଗୋପୀନାଥ ମିଶ୍ର, ସିଟି ଡ଼ିଏସପି ଜନାର୍ଦ୍ଦନ ପାଢ଼ୀ ପ୍ରମୁଖ ସାମିଲ ଥିଲେ ।
BREAKING NEWS
- ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ୪ ବସ୍ ଜବତ…ଥିଲା ନକଲି ନମ୍ବର ପ୍ଲେଟ୍, ଲାଗିଲା ମୋଟା ଫାଇନ
- ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ;୪ ହଜାର ଟଙ୍କା ନେଇଯାଇଥିବା ସନ୍ଦେହରେ ବନ୍ଧୁକୁ ହତ୍ୟା
- Naxalites Surrender:୫୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ;ମୁଣ୍ଡରେ ରହିଛି ୧କୋଟି୪୧ ଲକ୍ଷ
- Iran tensions: ଇସ୍ରାଏଲ ଯାତ୍ରା ନେଇ ଆଡଭାଇଜରୀ ଜାରି କଲା ଭାରତ
- ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ
- ମିଶନ ଶକ୍ତି ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ବୁଝାମଣା, ୪୦୦୦ ମହିଳାଙ୍କୁ ମିଳିବ…
- ପାଲକ ପନିରକୁ ନେଇ ବିବାଦ, ଭାରତୀୟ ଛାତ୍ରଙ୍କୁ ମିଳିଲା ୧.୮ କୋଟି…
- Indian coast guard: ଭାରତୀୟ ଜଳସୀମାରେ ଅନୁପ୍ରବେଶ କରୁଥିବା ପାକିସ୍ତାନୀ ଡଙ୍ଗା ଜବତ, ୯ ଗିରଫ
- ଇରାନରେ ବଢୁଛି ହିଂସା; କାଲିଠୁ ଉଦ୍ଧାର ହେବେ ଭାରତୀୟ..
- group clash: ଗୋଷ୍ଠୀ ସଂଘର୍ଷ ପରେ ଆସନ୍ତାକାଲି ସୁନ୍ଦରଗଡ଼ ସହରରେ ସବୁ ସ୍କୁଲ,କଲେଜ ବନ୍ଦ
Comments are closed.