ପୁରୀ: ପୁରୀ ଗସ୍ତରେ ନୀତି ଆୟୋଗ ଉପାଧ୍ୟକ୍ଷ । ନୀତି ଆୟୋଗ ଉପାଧ୍ୟକ୍ଷ ଡ଼ଃ ରାଜୀବ କୁମାର ଶ୍ରୀମନ୍ଦିର ଯାଇ ଜଗନ୍ନାଥଙ୍କୁ ଆଜି ସକାଳେ ଦର୍ଶନ କରିଛନ୍ତି । ନୀତି ଆୟୋଗର ବିଭାଗୀୟ ଉପଦେଷ୍ଟା ଅବିନାଶ ମିଶ୍ର, ଜିଲ୍ଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ପ୍ରୋଟକଲ ଅଫିସର ଗୋପୀନାଥ ମିଶ୍ର, ସିଟି ଡ଼ିଏସପି ଜନାର୍ଦ୍ଦନ ପାଢ଼ୀ ପ୍ରମୁଖ ସାମିଲ ଥିଲେ ।
BREAKING NEWS
- NANIଙ୍କୁ ସମାଲୋଚନା: “ତାମିଲ୍ ସିନେମା ବାଇବେଲ୍ ସଦୃଶ”
- ରାୟଗଡ଼ାର ବିଦ୍ୟାଳୟରେ ଜଣ୍ଡିସ୍ ଆକ୍ରାନ୍ତ, ୨୦ ଛାତ୍ରୀ ଅସୁସ୍ଥ
- ପରୀକ୍ଷାରେ ChatGPTର ବ୍ୟବହାର, ଧରାପଡି ଛାତ୍ରଙ୍କ ଆତ୍ମହତ୍ୟା, କ୍ୟାମ୍ପସ୍ରେ ବିକ୍ଷୋଭ
- ନାଇଜର ହଷ୍ଟେଲ୍ ଛାତରୁ ପଡି ଛାତ୍ର ମୃତ
- WB By-polls: ଉପନିର୍ବାଚନ ପୂର୍ବରୁ ସାୟୋନୀଙ୍କ ବଡ ବୟାନ! ବଢ଼ିଲା ରାଜନୈତିକ ତାତି…
- Dengue Vaccine: ଡେଙ୍ଗୁକୁ ଟକ୍କର ଦେବ ଟିକା! ଭାରତକୁ ଆସୁଛି QDENGA, ଜାଣନ୍ତୁ କେତେ ପ୍ରଭାବୀ…
- ପିଲାଙ୍କ ପାଇଁ ବିପଦ କୁକୁର, ୬ ମାସର ଶିଶୁକୁ ଝୁଣି ପକାଇଲା ପିଟବୁଲ୍…
- ବିନା ଅନୁମତିରେ ଗଛ କାଟ୍ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ଫରେଷ୍ଟର ନିଲମ୍ବିତ
- ମିଡ୍- ଡେ ମିଲରେ ଚିକେନ୍ ବିରିଆନୀ: ଏହି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଯୋଜନା
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନିଆଁରେ ପୋଡ଼ି ହୋଇ ୫ ଶିଶୁ ଗୁରୁତର

Comments are closed.