ପାଟନା: ବିହାରରେ ୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନୀତିଶ କୁମାର । ଏନଡିଏ ଗଠବନ୍ଧନ ଭାଙ୍ଗିଯିବା ପରେ ଏବେ କାଦୁଅ ଫିଙ୍ଗା ଆରମ୍ଭ ହୋଇଛି । ନୀତିଶ ଉପ ରାଷ୍ଟ୍ରପତି ହେବାକୁ ଚାହୁଁଥିଲେ ବୋଲି ବିଜେପି ନେତା ତଥା ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି କହିଛନ୍ତି । ବିଜେପି ମନା କରିବାରୁ ନୀତିଶ ରାଗିଯାଇ ଏହି ପଦକ୍ଷେପ ଗ୍ରହଣ କଲେ । ଜେଡିୟୁର ରାଷ୍ଟ୍ରୀୟ ଅଧ୍ୟକ୍ଷ ରାଜୀବ ରଞ୍ଜନ ସିଂ ଓରଫ ଲଲନ ଏହାକୁ ଖଣ୍ଡନ କରିଛନ୍ତି । ନୀତିଶ ମନା କରିବା ସତ୍ୱେ ତାଙ୍କୁ ବାଧ୍ୟ କରି ମୁଖ୍ୟମନ୍ତ୍ରୀ କରାଯାଇଥିଲା । ପରେ ଆରସିପି ସିଂ ବିଜେପି ଏଂଜେଟ ହୋଇ ଆମ ଦଳକୁ ଆସିଲେ । ଏପରିକି ଦଳ ଭାଙ୍ଗିବା ପାଇଁ ମଧ୍ୟ ଉଦ୍ୟମ କରାଯାଇଥିଲା । ବିଜେପି ଗଠବନ୍ଧନର ଧର୍ମ ପାଳନ କରି ନାହିଁ । ଆମେ ଏବେ ସିବିଆଇ ଓ ଇଡିକୁ ମଧ୍ୟ ଭୟ କରୁ ନାହିଁ ବୋଲି ସେ କହିଛନ୍ତି ।
BREAKING NEWS
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
Comments are closed.