ଭୁବନେଶ୍ୱର: ଓଡ଼ିଶାକୁ ବାତ୍ୟା ଭୟ ନାହିଁ । ଯଦି ବି ଲଘୁଚାପ ବାତ୍ୟାର ରୂପ ନିଏ ତେବ ଏହାର ଦିଗ ମିଆଁମାର ଓ ବାଂଲାଦେଶ ଆଡକୁ ରହିବ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ଓଡ଼ିଶା ଉପରେ ଏହାର କିଛି ପ୍ରଭାବ ପଡିବ ନାହିଁ । ୩୦ ଏପ୍ରିଲ ବେଳକୁ ଲୋ’ ପ୍ରେସର ଦକ୍ଷିଣ ଆଣ୍ଡାମାନ ସାଗର ପାଖରେ ସୃଷ୍ଟି ହେବାର ଅଛି । ଏହାର ପ୍ରଭାବରେ ଓଡ଼ିଡିାରେ ପାଗ ମେଘୁଆ ରହିଛି । କେତେକ ସ୍ଥାନରେ ବର୍ଷା ସମ୍ଭାବନା ମଧ୍ୟ ରହିଛି ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
BREAKING NEWS
- Junior Hockey World Cup 2025: ସୁଟଆଉଟରେ ବେଲଜିୟମକୁ ପରାସ୍ତ କରି ଭାରତ ସେମିଫାଇନାଲରେ …
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
Comments are closed.