ଭୁବନେଶ୍ୱର: ଓଡ଼ିଶାକୁ ବାତ୍ୟା ଭୟ ନାହିଁ । ଯଦି ବି ଲଘୁଚାପ ବାତ୍ୟାର ରୂପ ନିଏ ତେବ ଏହାର ଦିଗ ମିଆଁମାର ଓ ବାଂଲାଦେଶ ଆଡକୁ ରହିବ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ଓଡ଼ିଶା ଉପରେ ଏହାର କିଛି ପ୍ରଭାବ ପଡିବ ନାହିଁ । ୩୦ ଏପ୍ରିଲ ବେଳକୁ ଲୋ’ ପ୍ରେସର ଦକ୍ଷିଣ ଆଣ୍ଡାମାନ ସାଗର ପାଖରେ ସୃଷ୍ଟି ହେବାର ଅଛି । ଏହାର ପ୍ରଭାବରେ ଓଡ଼ିଡିାରେ ପାଗ ମେଘୁଆ ରହିଛି । କେତେକ ସ୍ଥାନରେ ବର୍ଷା ସମ୍ଭାବନା ମଧ୍ୟ ରହିଛି ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
BREAKING NEWS
- ଭୂକମ୍ପରେ ଥରିଲା ଇଣ୍ଡୋନେସିଆ, ତୀବ୍ରତା ୫.୯…
- ସାହରପଡ଼ା ଫାଣ୍ଡି ଅଧିକାରୀ ସସ୍ପେଣ୍ଡ
- ଟିମ ଇଣ୍ଡିଆର କ୍ଲିନ ସୁଇପ ଆଶା ଧୂଳିସାତ କଲେ ହୋପ
- ୧,୦୦୦ ମେଟ୍ରିକ୍ ଟନ୍ ସ୍ୱାସ୍ଥ୍ୟକର ଚାଉଳ ପାଇଁ ୪ ଏମଓୟୁ ସ୍ୱାକ୍ଷରିତ
- Former CBI Director M. Nageshwar Rao:ରାଜନୀତିରେ ଏଣ୍ଟ୍ରି ମାରିଲେ ଓଡ଼ିଶା କ୍ୟାଡରର ଏହି ଆଇପିଏସ୍ ଅଧିକାରୀ;ସନାତନ ସମ୍ପର୍କରେ ଦେଲେ ବଡ ବୟାନ
- ଐତିହାସିକ ଫୁଟବଲ୍ ମ୍ୟାଚ୍ରେ ଭାରତକୁ ୪-୦ରେ ହରାଇଲା ବ୍ରାଜିଲ; ଏଷ୍ଟେଭାଓ, ପେଡ୍ରୋ ଓ ସାମୁଏଲ୍ ଲିନୋଙ୍କ ଗୋଲ୍
- Krushi Unnata Sahayogi: ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ:୩୧୪ ବ୍ଲକରେ ନିୟୋଜିତ ହେବେ ୯୬୪ ଜଣ କୃଷି ଛାତ୍ର ସହଯୋଗୀ
- ଭାରତୀୟ ଦଳର ଏକଦିବସୀୟରେ ନୂଆ ଛକା ରେକର୍ଡ
- CJP protest at Shivaji Park:ମୁମ୍ବାଇ ପୋଲିସର କାର୍ଯ୍ୟାନୁଷ୍ଠାନ;ଦିପକେଙ୍କ ସମେତ ୫୦୦ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ
- ଶାରଦୀୟ ଦୁର୍ଗାପୂଜା; ଆଜିଠୁ ଶ୍ରୀକ୍ଷେତ୍ରରେ ଷୋଳପୂଜା ବିଧି ଆରମ୍ଭ

Comments are closed.