ଭୁବନେଶ୍ୱର: ରାଜ୍ୟରେ କରୋନା ପାଇଁ ଜାରି ହୋଇଥିବା କଟକଣା ଆସନ୍ତାକାଲି ଠାରୁ କିଛି ମାତ୍ରାରେ କୋହଳ ହେବ । ଏନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ଗାଡି ଚଳାଚଳ ହେବା ନେଇ କୌଣସି ନିଷ୍ପତ୍ତି ହୋଇନାର୍ହି । ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି ।
ସେ କହିଛନ୍ତି, ଗାଡି ଚଳାଚଳ କରିବା ନେଇ ବିଚାର ବିମର୍ଶ ଚାଲିଛି । ସମନ୍ୱୟ ବୈଠକରେ ଏନେଇ ନିଷ୍ପତ୍ତି ନିଆଯିବ ।
ଅନ୍ୟପଟେ କାଲିଠାରୁ ରାଜ୍ୟରେ କିଛିଟା କଟକଣା କୋହଳ ହେବ । ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ, ଗ୍ରୋସରୀ, ଇଲେକ୍ଟ୍ରିକ୍ ଏବଂ ପାଇପ ମରାମତି ଦୋକାନ ଆଦି ଖୋଲା ରହିବ । ପୂର୍ବଭଳି ମାଛ, ମାଂସ, ଅଣ୍ଡା, ଔଷଧ ଓ ପରିବା ଦୋକାନ ମଧ୍ୟ ଖୋଲା ରହିବ ।
BREAKING NEWS
- NCBର ବଡ଼ କାର୍ଯ୍ୟାନୁଷ୍ଠାନ; ୮୧୩କିଲୋ ଗଞ୍ଜେଇ ଜବତ, ତିନି ଗିରଫ
- ବିଜୟ ଉତ୍ସବରେ ଅଘଟଣ; ବାଣ ଫୁଟି କନଷ୍ଟେବଳ ଗୁରୁତର
- Gopalpur Beach Festival: ଗୋପାଳପୁର ବେଳାଭୂମି ମହୋତ୍ସବ ତାରିଖ ଘୁଞ୍ଚିଲା;୨୨ ନୁହେଁ …
- ବଡ଼ ଧରଣର ଡକାୟତି ଯୋଜନାକୁ ଫେଲ କଲା ପୋଲିସ; ୫ ଡକାୟତ ଗିରଫ
- ଆହୁରି ୩ ଦିନ କଲବଲ କରିବ ଶୀତ…
- Men’s Hockey India League 2026: କଳିଙ୍ଗର କ୍ରମାଗତ ଚତୁର୍ଥ ବିଜୟ ;ପରବର୍ତ୍ତୀ ମ୍ୟାଚ ଭୁବନେଶ୍ବରରେ…
- ମିଚେଲଙ୍କ ଶତକ ଆଗରେ ଫିକା ପଡିଲା ରାହୁଲଙ୍କ ପ୍ରଦର୍ଶନ: ସିରିଜ ବରାବର କଲା ନ୍ୟୁଜିଲାଣ୍ଡ
- ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଉଛି ଉଦୟଗିରିରେ ଆୟୋଜିତ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ; ବୌଦ୍ଧ ଧର୍ମ ପୁସ୍ତକ ଉନ୍ମୋଚିତ
- ୧୩ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ; ଜଣେ ଅଭିଯୁକ୍ତ ଗିରଫ
- ମଜଭୁତ ହେଉଛି ଭାରତୀୟ ପାସପୋର୍ଟ; ଏବେ ୫୫ ଦେଶରେ ଭିସା ଫ୍ରି ଏଣ୍ଟ୍ରି…
Comments are closed.