ମୁମ୍ବାଇ : ଦିଲ୍ଲୀ , ମୁମ୍ବାଇ ମ୍ୟାଚରେ ଫୁଟିବନି ବାଣ । ବାୟୁ ପ୍ରଦୂଷଣକୁ ଆଖି ଆଗରେ ରଖି ବିସିସିଆଇ ଏହି ପଦକ୍ଷେପ ନେଇଛି । ମୁମ୍ବାଇ ଓ ଦିଲ୍ଲୀ ମ୍ୟାଚରେ ବାଣ ନ ଫୁଟାଇବାକୁ ନିଷ୍ପତ୍ତି ହୋଇଛି । ଏ ନେଇ ଆଇସିସିକୁ ଅବଗତ କରାଯାଇଥିବା ନେଇ ସୂଚନା ଦେଇଛନ୍ତି ଜୟ ଶାହା । ଆସନ୍ତା କାଲି ମୁମ୍ବାଇରେ ଶ୍ରୀଲଙ୍କା –ଭାରତ ମଧ୍ୟରେ କଡା ଟକ୍କର ହେବ । ସେହିପରି ଆସନ୍ତା ସୋମବାର ଦିଲ୍ଲୀରେ ବାଂଲାଦେଶ-ଶ୍ରୀଲଙ୍କା ମଧ୍ୟରେ ହାଇଭୋଲଟେଜ୍ ମ୍ୟାଚ୍ ଦେଖିବାକୁ ମିଳିବ ।
BREAKING NEWS
- ଶ୍ମଶାନକୁ ନାହିଁ ରାସ୍ତା;ଶବ ସତ୍କାର ପାଇଁ ଉଛୁଳା ନଦୀ ପାର ହେଉଛନ୍ତି ସମ୍ପର୍କୀୟ
- Pak Navy Ship: ଧକ୍କା ହେଲା ଭାରତ-ପାକ୍ ନୌସେନା ଜାହାଜ, ପାକ୍ ଦୂତଙ୍କୁ ଡାକି ବର୍ଷିଲା ଭାରତ!
- Bengaluru Woman Died: ଚକୋଲେଟ୍ ଖାଇଲେ, ଗାଧୋଇ ଗଲେ…କିଛି ମିନିଟ୍ ପରେ ଚାଲିଗଲା ଜୀବନ!
- ଶଙ୍ଖ ନଦୀରେ ଆଗ ପଛ ହୋଇ ବୁଡ଼ିଗଲେ ୬ ନାବାଳିକା,ଚାଲିଗଲା ୩ ଜୀବନ
- Odisha Inflation: ଦେଶରେ କମ୍, ରାଜ୍ୟରେ ଅଧିକ; ପକେଟକୁ ଭାରୀ ବାଧୁଛି…ଓଡିଶା ରୋଷେଇ ଘରକୁ ମହଙ୍ଗା ଚଡକ…
- ଭାରତୀୟ ଜାହାଜ ସହ ଧକ୍କା ହେଲା ପାକିସ୍ତାନୀ ଜାହାଜ, ନିନ୍ଦା କଲା…
- ସେନା ମେଡାଲ୍ ବିଜେତାଙ୍କୁ ଆଜୀବନ ଟ୍ରେନ୍ ଯାତ୍ରା ମାଗଣା
- Flight Scare: ଆକାଶରେ ହଠାତ୍ ଥରିଲା ଫ୍ଲାଇଟ୍, ଭୟରେ ‘ୱାହେଗୁରୁ’ ଜପିଲେ ଶେହନାଜ ଗିଲ୍…ତା’ ପରେ କିଛି ଏମିତି ହେଲା…
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର

Comments are closed.