ଭୁବନେଶ୍ୱର: ଓଡ଼ିଶାରେ ବର୍ତ୍ତମାନ ଯାଏ ସମୂହ ସଂକ୍ରମଣ ହୋଇନାହିଁ । ଭୁବନେଶ୍ୱରର ସୂର୍ଯ୍ୟନଗର ଓ ବମିଖାଲ ଘଟଣା ପରେ ସରକାର ଏହାକୁ ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରିଥିଲେ । ଫଳରେ ସଂପୃକ୍ତ ଅଂଚଳରେ ସଟଡାଉନ୍ ଘୋଷଣା କରି ସ୍ୱତନ୍ତ୍ର ଟିମ୍ ଦ୍ୱାରା ଯାଂଚ୍ ଆରମ୍ଭ ହୋଇଥିଲା । ତେବେ ଉଭୟ ଘଟଣାରେ ବାହାର ରାଜ୍ୟର ଲିଙ୍କ ମିଳିଛି । ସୂର୍ଯ୍ୟନଗର ଆକ୍ରାନ୍ତଙ୍କ ସମ୍ପର୍କୀୟ କୋଲକାତାରୁ ଆସିଥିଲେ ଏବଂ ବମିଖାଲ ଆକ୍ରାନ୍ତଙ୍କ ଭୋପାଳ ଲିଙ୍କ ମିଳିଛି ।
ଓଡିଶାର ଦୁଇ ଆକ୍ରାନ୍ତଙ୍କ ଠାରୁ ବାହାର ରାଜ୍ୟର ଲିଙ୍କ ମିଳିବା ପରେ ସରକାର ସ୍ପଷ୍ଟ କରିଛନ୍ତି ଯେ, ଏଯାଏ ରାଜ୍ୟରେ ସମୂହ ସଂକ୍ରମଣ ହୋଇନାହିଁ । ମୁଖ୍ୟ ଶାସନ ସଚିବ କହିଛନ୍ତି, ରାଜ୍ୟରେ ୮୦ପ୍ରତିଶତ ଆକ୍ରାନ୍ତଙ୍କ ଠାରେ ପୂର୍ବରୁ ଭୂତାଣୁରେ ଆକ୍ରାନ୍ତ ହୋଇଥିବା ଲକ୍ଷଣ ନଥିଲା । ତେଣୁ ସମସ୍ତଙ୍କୁ ସତର୍କ ରହିବାକୁ ସେ ଅନୁରୋଧ କରିଛନ୍ତି ।
BREAKING NEWS
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି
- ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
- ଭୁବନେଶ୍ୱରରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ଉ: କାର୍ରୁ ୫୨୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ
- ହର୍ଷିତଙ୍କ ଚୟନକୁ ନେଇ ପ୍ରଶ୍ନ ଉଠାଇଲେ ରମେଶ
- ଲାଲକିଲ୍ଲା ଆତ୍ମଘାତୀ ବିସ୍ଫୋରଣ: ଡାକ୍ତର ଉମର ନବୀ ଥିଲା ମାଷ୍ଟରମାଇଣ୍ଡ, ୭୫୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା ଏନଆଇଏ
- ଅଷ୍ଟ୍ରେଲିଆ ଏ ବିପକ୍ଷ ସିରିଜ ପାଇଁ ଇଣ୍ଡିଆ ଏ ଦଳ ଘୋଷଣା: ହାର୍ଦ୍ଦିକଙ୍କ ପ୍ରତ୍ୟାବର୍ତ୍ତନ

Comments are closed.