ଭୁବନେଶ୍ୱର: ଆଜିଠୁ ରାଜ୍ୟ ବାହାରକୁ ଗଡିବନି ଘରୋଇ ବସ୍ । ଆସନ୍ତା ୩୧ ଯାଏଁ ଆନ୍ତଃରାଜ୍ୟ ବସ୍ ଚଳାଚଳ ବନ୍ଦ ରହିବ । କରୋନା ଭୂତାଣୁ ସହ ମୁକାବିଲା ପାଇଁ ଏଭଳି ପଦକ୍ଷେପ ନେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ।
ମହାମାରୀ କରୋନା ଭାଇରସର ଭୟାବହତାକୁ ଦେଖି ସତର୍କତା ମୂଳକ ସପ୍ତାହବ୍ୟାପୀ ଘରୋଇ ବସ୍ ସେବା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଥିବା ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସଚିବ ଦେବେନ୍ଦ୍ର ସାହୁ କହିଛନ୍ତି । ଏଥିସହ ମଖ୍ୟମନ୍ତ୍ରୀଙ୍କ ତାଲାବନ୍ଦ ନିଷ୍ପତିକୁ ମଧ୍ୟ ସମର୍ଥନ କରିଛିି ବସ୍ ମାଲିକ ସଂଘ ।
ଦିନକୁ ଦିନ କରୋନା ଭାଇରସ ଦେଶର ବିଭିନ୍ନ ରାଜ୍ୟକୁ ବହୁ ମାତ୍ରାରେ ବ୍ୟାପିବାରେ ଲାଗିଛି । ଏହି ଭାଇରସ ଶତାଧିକ ଲୋକେ ଆକ୍ରାନ୍ତ ହୋଇଛନ୍ତି । ସେଥିପାଇଁ ଓଡ଼ିଶାରୁ ବାହାର ରାଜ୍ୟକୁ ବସ୍ ଚଳାଚଳ ବାତିଲ କରାଯାଇଛି ।
BREAKING NEWS
- Durga Puja Toranas: ମାଆ ଆସୁଛନ୍ତି…ଦେଶୀ ବିଦେଶୀ କଳାକୃତିରେ ଝଲସୁଛି ତୋରଣ, ଭୁବନେଶ୍ୱରରେ ଜମିଲାଣି ଦୁର୍ଗାପୂଜାର ମାହୋଲ!
- ବଡ଼ ଷଡ଼ଯନ୍ତ୍ର! POKରେ ୫୦୦ ଆତଙ୍କବାଦୀ ଥିବା ଦାବି, ଶୀତ ପୂର୍ବରୁ ଅନୁପ୍ରବେଶ ଆଶଙ୍କା
- Mother of All Bombs: ଇରାନକୁ ଡରାଇବାକୁ ଟ୍ରମ୍ପଙ୍କ ମହାବିନାଶୀ ବୋମା ପ୍ଲାନ୍! ଗୋଟିଏ ବୋମାରେ ଥରିବ ତେହେରାନ?
- ୨୪ ବର୍ଷର ଶାସନଠାରୁ ବିରୋଧୀ ଦଳ ନେତା: ୮୦ ବର୍ଷ ବୟସରେ ବି ଅପରାଜେୟ ନବୀନଙ୍କ ଲୋକପ୍ରିୟତା
- PM Modi Canada visit: ଟ୍ରମ୍ପଙ୍କ ଟାରିଫ୍ ଝଟକା ଭିତରେ ଭାରତ ମୁହାଁ କାନାଡା! ଡିସେମ୍ବରରେ ମୋଦୀଙ୍କ ଗସ୍ତ, ୭୦ ବିଲିୟନ ଡଲାର ବାଣିଜ୍ୟ ଉପରେ ନଜର…
- ଚାଷୀଙ୍କ ସହ ଗୁହାଳରେ ଗୋବର ଉଠାଇଲେ ଜର୍ମାନୀ କୂଟନୀତିଜ୍ଞ ଓସୱାଲ୍ଡ
- ବିଜିପୁର ଫ୍ରୁଟ ଭେଣ୍ଡିଂ ଜୋନ୍ରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ୩ଟି ଫଳ ଦୋକାନ
- ଉତ୍କଳ ବିଶ୍ବବିଦ୍ୟାଳୟ କବ୍ଜା କଲା ABV: ସଭାପତି ପ୍ରାର୍ଥୀ ଅଭିରାମ ମିଶ୍ର ବିଜୟୀ, ଉପସଭାପତି ସହ ୨ଟି ସିଟ୍ ଜିତିଲା NSUI
- ଓଡ଼ିଶା ସରକାର ଓ BGU ମଧ୍ୟରେ ଚୁକ୍ତି; ‘ଅଦ୍ୱିକା’ ଯୋଜନାରେ କିଶୋରୀମାନେ ପାଇବେ ଦକ୍ଷତା ପ୍ରଶିକ୍ଷଣ
- ରମାଦେବୀ ବିଶ୍ୱଦ୍ୟାଳୟରେ ଐତିହାସିକ ନିର୍ବାଚନ: ରାତି ଅଧରେ ବାହାରିଲା ରେଜଲ୍ଟ, ବାଜି ମାରିନେଲା BCJD

Comments are closed.