ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ସଂକ୍ରମିତ ଚିହ୍ନଟ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ନେଇ ଟ୍ୱିଟ୍ କରିଛନ୍ତି । ଏହି ଭାଇରାସକୁ ନେଇ ଭୟଭୀତ ନହେବା ପାଇଁ ସେ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି । ମୋଦୀ କହିଛନ୍ତି ଯେ, କରୋନା ଭାଇରସକୁ ନେଇ ବ୍ୟାପକ ସମୀକ୍ଷା ହୋଇଛି । ବିଭିନ୍ନ ମନ୍ତ୍ରାଳୟ ମିଳିତ ଭାବେ ଏଥିପାଇଁ କାମ କରୁଛନ୍ତି ବୋଲି ସେ କହିଛନ୍ତି ।
ମଙ୍ଗଳବାର ମୋଦୀ କରୋନା ଭାଇରସକୁ ନେଇ ଏକ ସମୀକ୍ଷା ବୈଠକ କରିଥିଲେ । ଏହାପରେ ସେ ଟ୍ୱିଟ୍ କରି ଦେଶବାସୀଙ୍କୁ ଆତଙ୍କିତ ନହେବା ପାଇଁ କହିଛନ୍ତି । ଆମେ ଏକାଠି ହୋଇ କାମ କରିବାକୁ ହେବ । ପ୍ରଥମେ ନିଜକୁ ସୁରକ୍ଷିତ ରଖି, ଏହାପରେ ପଦକ୍ଷେପ ନେବ ଆବଶ୍ୟକ ବୋଳି ବୋଲି ମୋଦୀ କହିଛନ୍ତି ।
ସୂଚନାଯୋଗ୍ୟ ଯେ, ସୋମବାର ତେଲେଙ୍ଗାନା ଓ ଦିଲ୍ଲୀରେ କରୋନା ଭାଇରସର କିଛି ମାମଲା ସାମ୍ନାକୁ ଆସିଥିଲା । ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଜରୁରୀ ବୈଠକ ଡାକିଥିଲେ ।
BREAKING NEWS
- ନ୍ୟୁଜିଲ୍ୟାଣ୍ଡ ଗସ୍ତ ପାଇଁ ଭାରତୀୟ ଟେଷ୍ଟ୍ ଦଳ ଘୋଷଣା: ବାଦ୍ ପଡ଼ିଲେ ଅଭିଜ୍ଞ ପେସର୍ ମହମ୍ମଦ ସାମି
- ସରପଞ୍ଚ,ନାଏବ ସରପଞ୍ଚଙ୍କୁ ମିଳିବ ୬ ମାସର ସମ୍ମାନ ରାଶି; ଜାଣନ୍ତୁ କେତେ…
- ଟିପିଏସ୍ଓଡିଏଲ୍ ତରଫରୁ ଏହି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ;ସୌର ଶକ୍ତି ବାବଦରେ ସଚେତନ କରିବ
- ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଭାରତର ଦିନିକିଆ ଏବଂ ଟେଷ୍ଟ୍ ଦଳ ଘୋଷଣା
- ଭିନୁ ମଙ୍କଡ ଟ୍ରଫି: ସେହ୍ୱାଗଙ୍କ ପୁଅ ଆର୍ଯ୍ୟବୀର ଖେଳିଲେ ବିସ୍ଫୋରକ ଶତକୀୟ ଇନିଂସ
- Durga Puja Security:ଦଶହରାରେ କଟକ ଜଗିବେ ୬୦ପ୍ଲାଟୁନ ପୋଲିସ;ଲାଗିବ ୧୩୦୦ ସିସିଟିଭି,ମଣ୍ଡପରେ ହେବ ଅଗ୍ନି ନିରାପତ୍ତା ଯାଞ୍ଚ
- ବ୍ୟକ୍ତିଗତ ଜୀବନକୁ ନେଇ ବଡ ଖୁଲାସା କଲେ ଚହଲ
- Pitabas Panda Murder Case:ସାକ୍ଷୀଙ୍କୁ ଧମକ ଅଭିଯୋଗରେ ଥାନାରେ ହାଜର ହେଲେ ବିକ୍ରମ ପଣ୍ଡା, ୨୮ରେ ପୁଣି…
- କପିଲ ଦେବଙ୍କ Gen Z ପ୍ରଦର୍ଶନକାରୀଙ୍କ ପାଇଁ ପରାମର୍ଶ: ‘ସେମାନେ ଶିଖିବା ଏବଂ ଶୁଣିବା ଦରକାର, ସେମାନେ ସର୍ବଦା ଠିକ୍ ନୁହଁନ୍ତି’
- Simlipal National Park:ଏହିଦିନ ଖୋଲିବ ଶିମିଳିପାଳ;ଦୈନିକ ୬୦ଗାଡ଼ିକୁ ଅନୁମତି

Comments are closed.