ସମ୍ୱଲପୁର: କରୋନା ଯୋଗୁଁ ଏବର୍ଷ ସମ୍ୱଲପୁର ଜିଲ୍ଲାର ହୁମା ବକ୍ର ମନ୍ଦିରରେ ଶିବରାତ୍ରି ମେଳା ହେବ ନାହିଁ । ପ୍ରଶାସନ ଓ ଯାତ୍ରା କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି । ପୂର୍ବଭଳି ମନ୍ଦିରରେ ରୀତିନୀତି ଅନୁସାରେ କେବଳ ବାବା ବିମଳେଶ୍ୱରଙ୍କ ପୂଜାର୍ଚ୍ଚନା କରାଯିବ । ମନ୍ଦିରକୁ ପ୍ରବେଶ ଓ ଦର୍ଶନ ପାଇଁ ଭକ୍ତଙ୍କୁ ବାରଣ କରାଯାଇଛି । କରୋନା କାୟା ଓ ଭିଡ଼କୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ହୋଇଛି ।
BREAKING NEWS
- ହୋଲିରେ ଅଘଟଣ; ଗୀତ ଗାଉ ଗାଉ ଟଳି ପଡିଲେ ଯୁବକ
- ଡକାୟତି ପାଇଁ କରୁଥିଲେ ଯୋଜନା…୬ଜଣଙ୍କୁ ବାନ୍ଧିଲା ପୋଲିସ
- Iran War: ‘ଆବଶ୍ୟକ ହେଲେ ଆମେରିକୀୟ ନୌସେନା ତୈଳ ଜାହାଜକୁ ସୁରକ୍ଷା ଦେବ’; ହୋର୍ମୁଜ ସଙ୍କଟ ଉପରେ…
- ହୋଲି ଖେଳିବାକୁ ଯାଉଥିବା ବେଳେ ଦୁଇ ବାଇକ ମୁହାଁମୁହିଁ ଧକ୍କା; ୪ ମୃତ
- ଟି୨୦ ବିଶ୍ୱକପରେ ଦ୍ରୁତତମ ଶତକ ମାରିଲେ ଆଲେନ, ଫାଇନାଲରେ ନ୍ୟୁଜିଲାଣ୍ଡ
- Puri Srimandir:ବିଶୃଙ୍ଖଳିତ ଆଚରଣ ପାଇଁ ୩ ସେବାୟତଙ୍କୁ କୈଫିୟତ ତଲବ; ଅଫିସରଙ୍କୁ ଦୁର୍ବ୍ୟବହାର…
- ଟି୨୦ ସେମିଫାଇନାଲ: ଜାନସେନଙ୍କ ଅର୍ଦ୍ଧଶତକ
- ୨ଟି ପର୍ଯ୍ୟାୟରେ ରିଲିଜ ହେବ ଆଇପିଏଲର କାର୍ଯ୍ୟସୂଚୀ
- Leave Pakistan: ଆମେରିକୀୟ ଅଧିକାରୀମାନେ ଛାଡିଲେ ପାକିସ୍ତାନ;ଦୂତାବାସ କରାଗଲା ଖାଲି
- ଶ୍ରୀଲଙ୍କା ନିକଟରେ ଇରାନୀ ନୌସେନା ଜାହାଜ ଉପରେ ଆକ୍ରମଣ, ୧୦୧ ନିଖୋଜ ଏବଂ ୭୮ ଆହତ
Comments are closed.