Latest Odisha News

କଟକରେ ଆଜି ହେବନି ଟୀକାକରଣ

କଟକ: ଇଦ୍-ଉଲ୍-ଫିତର ଛୁଟିଦିନକୁ ଦୃଷ୍ଟିରେ ରଖି ଶୁକ୍ରବାର ଦିନ କଟକ ସହରରେ ଟୀକାକରଣ କରାଯାଉ ନାହିଁ। ଏନେଇ କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି) କମିଶନର ଅନନ୍ୟା ଦାସ ଟ୍ବିଟ କରି ସୂଚନା ଦେଇଛନ୍ତି।

ଏହା କେବଳ କଟକ ସହରରେ ହୋଇଥିବା ନେଇ ସେ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମ ଏବଂ ସହରର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଟୀକାକରଣ ଡ୍ରାଇଭ ଅନୁଷ୍ଠିତ ହୋଇଛି।

Comments are closed.