ଖୋର୍ଦ୍ଧା: ରାଜ୍ୟବ୍ୟାପୀ କଂଗ୍ରେ ଦେଇଥିବା ଓଡ଼ିଶା ବନ୍ଦ ପ୍ରଭାବ ଖୋର୍ଦ୍ଧାରେ ବି ଦେଖିବାକୁ ମିଳିଛି । ସକାଳୁ ସକାଳୁ କଂଗ୍ରେସ ନେତା ଓ କର୍ମୀ ରାଜରାସ୍ତାକୁ ଓହ୍ଲାଇଛନ୍ତି । ବିଭିନ୍ନ ସ୍ଥାନରେ ପିକେଟିଂ କରିବା ସହ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ବନ୍ଦ ରହିଛି ଦୋକାନବଜାର, ଗାଡ଼ିମୋଟର ଚଳାଚଳ ।

ରାସ୍ତାଘାଟ ଶୂନଶାନ । ବିଭିନ୍ନ ଅନୁଷ୍ଠାନ ବନ୍ଦ । ମାଇକ୍ ଯୋଗେ ତୈଳ ଦର ବୃଦ୍ଧି ନେଇ ସରକାରଙ୍କ ଜନମାରଣା ନୀତି ବାବଦରେ ପ୍ରଚାର କରୁଛି କଂଗ୍ରେସ । କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ସହରରେ ବ୍ୟାପକ ପୋଲିସ ବି ମୁତୟନ ଅଛନ୍ତି ।
BREAKING NEWS
- ରାଜଧାନୀରୁ ୭୫ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ୩ ଗିରଫ
- OUSSSC CPSE 2024: ପୋଲିସ ଏସ୍ଆଇ ପରୀକ୍ଷାର୍ଥୀଙ୍କ ବଢିଲା ତଥ୍ୟ ଅପଡେଟ୍ ସମୟସୀମା
- ୨ଦିନରେ ଷ୍ଟେସନରୁ ଜବତ ହେଲାଣି ୧୭ କେଜି ଗଞ୍ଜେଇ; ଦୁଇ ଗିରଫ
- ମୁମ୍ବାଇ ଇଣ୍ଡିଆନ୍ସ ହେଲା ସବୁଠାରୁ ଦାମୀ ଟିମ
- Sheikh Hasina approaches UN: ଢାକା ଫେରିବା ପୂର୍ବରୁ UNର ଦ୍ୱାରସ୍ଥ ହେଲେ ଶେଖ୍ ହସିନା;ଜାଣନ୍ତୁ କାରଣ…
- ରଣଜୀ ଟ୍ରଫିରେ ଚିନ୍ମୟ ସୁତାରଙ୍କ ଧମାକା: ଭାଙ୍ଗିଲେ ୧୦୦ ବର୍ଷର ବିଶ୍ୱ ରେକର୍ଡ!
- କିଟରେ ହେବ ଓଡ଼ିଶା ସିନିୟର ମହିଳା ଫିଡେ ରେଟେଡ୍ ଚେସ୍ ଚାମ୍ପିଅନସିପ
- PM Kisan Yojana:କାଲି ମିଳିବ ପିଏମ୍ କିଷାନ ଟଙ୍କା; ରାଜ୍ୟରେ ୩୫ ଲକ୍ଷ ଚାଷୀ ପାଇବେ ୭୦୦ କୋଟି
- ରଣଜୀ ଟ୍ରଫି: ସର୍ଭିସେସ ବିପକ୍ଷ ମ୍ୟାଚ୍ ଡ୍ର, ବାତ୍ୟା ଅର୍ଣ୍ଣବ ପ୍ରଭାବିତ ମ୍ୟାଚ୍ରୁ ଓଡ଼ିଶାକୁ ମିଳିଲା ପ୍ରଥମ ପଏଣ୍ଟ
- ରାଜ୍ୟସଭା କ୍ରସ ଭୋଟିଂ ମାମଲା: ୫ ବିଜେଡି ବିଧାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍

Comments are closed.