Latest Odisha News

BREAKING NEWS

ନଭେମ୍ବର ୬ରେ ଓଡିଶା ଆସୁଛନ୍ତି ପ୍ରସିଦ୍ଧ ସମାଜସେବୀ ଆନ୍ନା ହଜାରେ

ଭୁବନେଶ୍ବର: ଆସନ୍ତା ନଭେମ୍ବର ୬ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରସିଦ୍ଧ ସମାଜସେବୀ କିଶାନ ବାବୁରାଓ ହଜାରେ। ଯିଏକି ଆନ୍ନା ହଜାରେ ନାମରେ ସୁପରିଚିତ ।

ଗଣମାଧ୍ୟମକୁ ସୂଚନା ଦେଇ ଶୁକ୍ରବାର ନବ ନିର୍ମାଣ କୃଷକ ସଙ୍ଗଠନର ସଂଯୋଜକ ଅକ୍ଷୟ କୁମାର କହିଛନ୍ତି, “ଆନ୍ନା ହଜାରେ ଓଡିଶା ଗସ୍ତରେ ଆସୁଛନ୍ତି । ଏହାବ୍ୟତିତ ଭୁବନେଶ୍ୱରସ୍ଥିତ ବରମୁଣ୍ଡା ପଡିଆରେ ଆୟୋଜିତ ହେବାକୁ ଥିବା ନବ ନିର୍ମାଣ କୃଷକ ସଙ୍ଗଠନର ରାଷ୍ଟ୍ରୀୟ ସମ୍ମିଳନୀକୁ ସମ୍ବୋଧିତ କରିବେ” ।

Leave A Reply

Your email address will not be published.